ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଭାଗରେ ଲାଗି ରହିଛି ଝିପି ଝିପି ବର୍ଷା ।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଭାଗରେ ଲାଗି ରହିଛି ଝିପି ଝିପି ବର୍ଷା । ଆଜି ସକାଳୁ ମଧ୍ୟ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଆକାଶ ମେଘାଚ୍ଛନ ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା ସୂଚନା ଅନୁସାରେ ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି । ଏଣୁ ଏହାରି ପ୍ରଭାବରେ ହେବାକୁ ଥିବା ବର୍ଷା ପାଇଁ ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଏବଂ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।