22.1 C
Bhubaneswar
December 7, 2021
EnewsOdia.Com
ନ୍ୟୁଜ୍

ଆସନ୍ତା କାଲିଠାରୁ ୩ ଦିନ ପ୍ରବଳ ବର୍ଷା

ମିଆଁମାର୍‌ ୟାଙ୍ଗନ୍‌ ସହରର ଦକ୍ଷିଣ ଉପକୂଳ‌ରେ ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ରାଜ୍ୟରେ ୩ ଦିନ ଧରି ବର୍ଷା କରାଇବ। ଏହା ପ୍ରଭାବରେ ଆସନ୍ତା ୨୫ରୁ ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟ‌ର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ଭୁବନେଶ୍ବର ଆଞ୍ଚଳିକ ପଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ୨୫ ତାରିଖ ଅପରାହ୍‌ଣରୁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଯିବ। ୨୬ ତାରିଖ ଦିନ ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲା‌ରେ ବର୍ଷା ହେବ।

ପଢନ୍ତୁ: ଭାରତରେ ଧସେଇ ପଶିଲେ ଆଫଗାନିସ୍ତାନ ଆତଙ୍କବାଦୀ

Related posts

ପୁଲୱାମା ଆକ୍ରମଣରେ ବ୍ୟବହୃତ ବିସ୍ପୋରକ ପ୍ରସ୍ତୁତି ପାଇଁ ଆମାଜନରୁ କିଣା ଯାଇଥିଲା ରାସାୟନିକ

Ratnamani Maharana

ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ନୂଆ ଟ୍ଵିଷ୍ଟ, ମୃତ୍ୟୁକାଳୀନ ଜମାନବନ୍ଦୀ ବେଳେ ଉପସ୍ଥିତ ଥିଲେ ଡ଼ିଏଫଓ

Ratnamani Maharana

ମଧ୍ୟପ୍ରଦେଶରେ କାର୍‌ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ହକି ଖେଳାଳିଙ୍କ ମୃତ୍ୟୁ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More