EnewsOdia.Com

ଆଜିଠୁ ରାଜ୍ୟରେ ଦୁଇ ଦିନ ଧରି ଘଡଘଡି ସହ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ଲାଗି ରହିଛି। କିଛି ଜିଲ୍ଲାରେ ବର୍ଷା ମଧ୍ୟ ହେଉଛି। ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗତକାଲି ରାତିରୁ ଝିପି ଝିପି ବର୍ଷା ଲାଗି ରହିଛି। ତେବେ ଆସନ୍ତା ୨ ଦିନ ଯାଏ ଏଭଳି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।  ବିଶେଷ କରି ସୋମବାର ଏବଂ  ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅଧିକାଶଂ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୬ ଓ ୨୭ ତାରିଖରେ ପାଗରେ ପରିବର୍ତନ ଆସିବ ବର୍ଷା କମିବା ସହ ଘନ କୁକୁଡ଼ି ପଡ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ଲାଗିରହିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ପଢନ୍ତୁ: ନିଜ ଫଟୋ ମୋବାଇଲରେ ଦେଖି ଆଶ୍ଚର୍ଯ୍ୟ ହୋଯାଉଛନ୍ତି ବଣ୍ଡା ଜନଜାତି

ସମ୍ବନ୍ଧିତ ଖବର

୨୫ ହଜାରରୁ ଊର୍ଦ୍ଧ୍ୱ ପିଲା ଦାନ୍ତ ଘଷି ଗିନିଜ ବୁକ ଅଫ ଓ୍ଵାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା କିସ୍‌

Ratnamani Maharana

ମୂଲ୍ୟ ବୃଦ୍ଧି ଦାବିରେ ପାହାଳ ମିଠା ବଜାର ଦୁଇଦିନ ବନ୍ଦ

Ratnamani Maharana

୧୫ ମାସ ମଧ୍ୟରେ ଭାରତରେ ସତ ହେବ ସ୍ଵପ୍ନ, ୩ ମିନିଟରେ ବିମାନ ଭଳି ଉଡ଼ିବ କାର

Ratnamani Maharana

କରୋନା ଭୂତାଣୁ ସହ ଜନ୍ମ ନେଲେ ଚୀନର ନବଜାତ

Ratnamani Maharana

ନଭେମ୍ବରରେ ମିଳିବ କାଳିଆ ଦ୍ୱିତୀୟ କିସ୍ତି

Ratnamani Maharana

୮୪ ହଜାର କୋଟିରୁ ଅଧିକ ଟଙ୍କା ନଷ୍ଟ କରିଦେବ ଚୀନ୍

Ratnamani Maharana