ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଯୁକ୍ତ୨ ପରୀକ୍ଷାରେ କୃତକାର୍ଯ୍ୟ ହେଉଥିବା ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ୍ ନେବା ସମୟରେ କଲେଜ କର୍ତ୍ତୃପକ୍ଷଙ୍କ ନିକଟରେ ୧୦୦ ଟଙ୍କା ଦାଖଲ କରିବାକୁ ପଡ଼ିବ।
ଯୁକ୍ତ୨ ପରୀକ୍ଷାରେ କୃତକାର୍ଯ୍ୟ ହେଉଥିବା ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ୍ ନେବା ସମୟରେ କଲେଜ କର୍ତ୍ତୃପକ୍ଷଙ୍କ ନିକଟରେ ୧୦୦ ଟଙ୍କା ଦାଖଲ କରିବାକୁ ପଡ଼ିବ। ପୂର୍ବରୁ ଏ ବାବଦରେ ୬୦ ଟଙ୍କା ଦେବାକୁ ପଡ଼ୁଥିଲା ବେଳେ ଏବେ ତାହାକୁ ବୃଦ୍ଧି କରାଯାଇଛି। ଜାନୁଆରି ୧୮ରେ ଅନୁଷ୍ଠିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏ ସମ୍ପର୍କିତ ପ୍ରସ୍ତାବ ପାରିତ ହୋଇଛି ଏବଂ ୨୦୨୩ରୁ ଏହା ଲାଗୁ ହେବ ବୋଲି ପରିଷଦ ପକ୍ଷରୁ ସମସ୍ତ କଲେଜ ଅଧ୍ୟକ୍ଷ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଅବଗତ କରାଯାଇଛି। ମାଇଗ୍ରେସନ୍ ଓ ସିଏଲ୍ସି ସାର୍ଟିଫିକେଟ୍ ବାବଦ ଫି’ରେ କୌଣସି ପରିବର୍ତ୍ତନ କରାଯାଇନାହିଁ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।