ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
କାଲି କଟକରେ ଅଧାଦିନ ସ୍କୁଲ ଛୁଟି । ହକି ବିଶ୍ୱକପ ଉଦଘାଟନୀ ଉତ୍ସବ ପାଇଁ ଆସନ୍ତା କାଲି କଟକରେ ଅଧା ଦିନ ସ୍କୁଲ ଛୁଟି ଘୋଷଣା ହୋଇଛି । କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି ।
କାଲି କଟକରେ ଅଧାଦିନ ସ୍କୁଲ ଛୁଟି । ହକି ବିଶ୍ୱକପ ଉଦଘାଟନୀ ଉତ୍ସବ ପାଇଁ ଆସନ୍ତା କାଲି କଟକରେ ଅଧା ଦିନ ସ୍କୁଲ ଛୁଟି ଘୋଷଣା ହୋଇଛି । କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ଫଳରେ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଆଦି ବନ୍ଦ ରହିବ । ଶିକ୍ଷାନୁଷ୍ଠାନ ବନ୍ଦ ନେଇ କଟକ ଜିଲ୍ଲାପାଳ ଘୋଷଣା କରିଛନ୍ତି । ସେପଟେ ହକ୍ ବିଶ୍ୱକପ୍ ପୂର୍ବରୁ ସିଲଭର ସିଟି କଟକ ଏବେ ନୂଆ ରୂପ, ନୂଆ ଢଙ୍ଗରେ ସଜେଇ ହୋଇଛି । ରିଙ୍ଗ ରୋଡରୁ ଆରମ୍ଭ କରି ସାହି ଗଳି କନ୍ଦିରେ ଏବେ ସମସ୍ତେ ହକି ପାଇଁ ଦିୱାନା ହୋଇ ଉଠିଛନ୍ତି । ଦିନକ ପରେ ବାରବାଟୀ ଷ୍ଟାଡିୟମରେ ହେବ ଗ୍ରାଣ୍ଡ ଉଦଘାଟନ, ଆଉ ୧୩ରୁ ହେବ ଅସଲ ମୁକାବିଲା ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।