HOROSCOPES

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

ମେଷ

ଆଜି ଆପଣଙ୍କୁ ଖୁବ୍ ମାନ, ଯଶ ମିଳିବ । ଆପଣଙ୍କ ବ୍ୟବହାର ଯେମିତି କାହାକୁ କଷ୍ଟ ନ ଦେବ ସେଥିପ୍ରତି ଧ୍ୟାନ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ଆବଶ୍ୟକ । ଶୁଭରଙ୍ଗ: ସିଲଭର

ବୃଷ

ଆଜି ଆପଣଙ୍କର କୌଣସି ପ୍ରକାର ସହଯୋଗ ଆବଶ୍ୟକ ହେଲେ ଆପଣଙ୍କର ମିତ୍ର ଏବଂ ସମ୍ପର୍କିୟ ସାହାଯ୍ୟ କରିବେ । ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଚାକିରି କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା

ମିଥୁନ

ଦିନଟି ବହୁତ ଭଲରେ କଟିବ। ଚାକିରି କରୁଥିବା ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ବହୁତ ଭଲ ଅଛି। ବିପରୀତ ଲିଙ୍ଗ ପାତ୍ରମାନଙ୍କ ସହିତ ପରିଚୟ କିମ୍ବା ପ୍ରଣୟ – ରୋମାନ୍ସର ସମ୍ଭାବନା ଅଛି। ଶୁଭରଙ୍ଗ: ମେଟାଲିକ

କର୍କଟ

ମନର ଦୃଢ଼ତା ଏବଂ ଆତ୍ମବିଶ୍ଵାସ ଆପଣଙ୍କ କାର୍ଯ୍ୟ ସଫଳ କରିବେ। ପରିବାରରେ ସୁଖ- ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ଅହଙ୍କାର ତ୍ୟାଗ କରନ୍ତୁ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ। ଶୁଭରଙ୍ଗ: ପିଙ୍କ

ସିଂହ

କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନଟି କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ବିଦ୍ୟାର୍ଥିମାନଙ୍କପାଇଁ କଡ଼ା ପରିଶ୍ରମ କରିବାକୁ ହେବ। ଅନୈତିକ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରହିବାକୁ ଉପଦେଶ। ମନରେ ନକାରାତ୍ମକ ଭାବନା ସୃଷ୍ଟି ହେବ। ଶୁଭରଙ୍ଗ: ସିଲଭର

କନ୍ୟା

ଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । ନକାରାତ୍ମକ ବିଚାରକୁ ହାବି ନ ହେବାପାଇଁ ଚେଷ୍ଟା କରିବେ। କ୍ରୋଧକୁ ନିୟନ୍ତ୍ରଣରେ ରଖିବାରେ ବହୁତ ଅସୁବିଧା ଆସିବ। ନକାରାତ୍ମକ ବିଚାରକୁ ହାବି ନ ହେବାପାଇଁ ଚେଷ୍ଟା କରିବେ। କ୍ରୋଧକୁ ନିୟନ୍ତ୍ରଣରେ ରଖିବାରେ ବହୁତ ଅସୁବିଧା ଆସିବ। ଶୁଭରଙ୍ଗ: ନୀଳ

ତୁଳା

ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଗାଡ଼ି ଚଲାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ସୁସ୍ୱାଦୁ ଖାଦ୍ୟ ଖାଇବେ।ମିତ୍ରମାନଙ୍କ ସହିତ କୌଣସି ମନମାଳିନ୍ୟ ନ ହେଉ ଏହାର ମଧ୍ୟ ସଂପୂର୍ଣ୍ଣ ଧ୍ୟାନ ରଖିବେ। ଶୁଭରଙ୍ଗ: ସିଲଭର

ବିଛା

ମନକୁ ଆୟତ୍ତରେ ରଖନ୍ତୁ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଆଜି ଆପଣଙ୍କ ଦିନ ମଧ୍ୟମ ଫଳଦାୟୀ ରହିବ। ପିତା ଏବଂ ପୈତୃକ ସଂପତ୍ତିରେ ଲାଭର ଯୋଗ ଅଛି। ସନ୍ତାନକୁ ନେଇ ଆନନ୍ଦିତ ହେବେ । ବିଦ୍ୟାର୍ଥୀ ସଫଳତା ପାଇବେ । ଶୁଭରଙ୍ଗ: କଫି

ଧନୁ

ଆଜି ଆପଣଙ୍କ ଦିନ ମଧ୍ୟମ ଫଳଦାୟୀ ରହିବ। ଗୁରୁଜନଙ୍କ ସମ୍ମାନ କରନ୍ତୁ । ବେପାର ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ପିତା ଏବଂ ପୈତୃକ ସଂପତ୍ତିରେ ଲାଭର ଯୋଗ ଅଛି। ଶୁଭରଙ୍ଗ: ଧଳା

ମକର

ଆପଣଙ୍କ ଆଜିର ଦିନ ଶୁଭଫଳଦାୟକ ଏବଂ ଲାଭପ୍ରଦ ଅଟେ। ମିତ୍ରମାନଙ୍କ ସହିତ ମିଳାମିଶା ହେବ। କୁଟୁମ୍ବ ମାନଙ୍କ ସହିତ ଆନନ୍ଦର ବାତାବରଣ ରହିବ। ଚାକିରି ବ୍ୟବସାୟ କ୍ଷେତ୍ରରେ ଆୟବୃଦ୍ଧି ହେବ। ବ୍ୟାପାରରେ ବିକାସର ସୁଯୋଗ ମିଳିବ। ଶୁଭରଙ୍ଗ: ମେଟାଲିକ

କୁମ୍ଭ

ଯୋଜନା ଅନୁସାରେ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟ ଭଲ ରହିବ।ମାନସମ୍ମାନ ପ୍ରାପ୍ତି ହେବ । ବନ୍ଧୁ ମିଳନ ଯୋଗ ରହିଛି। ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ । ଶୁଭରଙ୍ଗ: ସିଲଭର

ମୀନ

ଆଜି ଆପଣଙ୍କ ଦିନ ଶୁଭ ଫଳଦାୟୀ ହେବ। ଆପଣ ଆତ୍ମବିଶ୍ଵାସରେ ଭରପୂର ରହିବେ।ପରିଶ୍ରମ ଅନୁସାରେ କାର୍ଯ୍ୟରେ ସଫଳତା ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ପ୍ରତ୍ୟେକ କାର୍ଯ୍ୟକୁ ଦୃଢ଼ତାର ସହିତ ସଂପନ୍ନ କରି ପାରିବେ। ଶୁଭରଙ୍ଗ: ମେରୁନ

ପଢନ୍ତୁ: ସକାଳୁ ଉଠିବା ପରେ କରନ୍ତୁ ଏହି କାମ: ଘରେ ସୁଖଶାନ୍ତିର ଅଭାବ ରହିବା ନାହିଁ

Related posts

୨୧ ଡିସେମ୍ବର ଗୁରୁବାର ରାଶିଫଳ , ଆସନ୍ତୁ ଜାଣିବା କେମିତି କଟିବ ଆପଣଙ୍କ ଦିନ

ENO Beuro

ଜାଣନ୍ତୁ ଆଜିର ରାଶିଫଳ

ENO Beuro

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

Leave a Comment