HOROSCOPES

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

know your horoscope

ମେଷ

ଚୋରି ଦ୍ରବ୍ୟର ସନ୍ଧାନ ମିଳିପାରେ । ଉଦାର ପ୍ରକୃତିର ହୋଇପାରନ୍ତି । ଧ୍ୟାନ-ଧର୍ମ ଉପରେ ନିଜର ଅଭିଳାଷପୂର୍ଣ୍ଣ କରିବେ । ସୁଖୀ ହେବେ । ନୁଦ୍ଧିମାନ୍ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। ଶୁଭରଙ୍ଗ: ଧୂସର

ବୃଷ

ଜୀବନକୁ ସକାରାତ୍ମକ ବନାନ୍ତୁ। ଆଜି ଆପଣ ଯାହା ବି କରିବେ ସଫଳ ହେବେ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଶୁଭରଙ୍ଗ: ଘିଅ ରଙ୍ଗ

ମିଥୁନ

ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ । ଶୁଭରଙ୍ଗ: ଧଳା

କର୍କଟ

ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ଶୁଭରଙ୍ଗ: ଧଳା

ସିଂହ

ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। କାର୍ଯ୍ୟରେ ସଫଳତା ନ ମିଳିବା କାରଣରୁ ନିରାଶା ହୋଇପାରେ।  ଶୁଭରଙ୍ଗ: ଲାଲ

କନ୍ୟା

ଆପଣ ଶାନ୍ତ ଓ ଚିନ୍ତା ମୁକ୍ତ ରହିବେ। ମନ୍ଦିରଙ୍କୁ ଯାଇ ଠାକୁର ଦର୍ଶନ କରନ୍ତୁ; ଆପଣଙ୍କର ଗୋଟେ ପରେ ଗୋଟେ କାମ ପୂରା ହୋଇଯିବ। ପରିବାରଜନଙ୍କ ଠାରୁ ଖୁସି ମିଳିବ। ସୁସ୍ଥ ଅନୁଭବ କରିବେ। ଶୁଭରଙ୍ଗ: ବାଦାମୀ

ତୁଳା

କର୍ତ୍ତବ୍ୟ ପାଳନ କରି ଆତ୍ମ ସନ୍ତୋଷ ଲାଭ କରିପାରନ୍ତି । ବଂଶର ମର୍ଯ୍ୟାଦା ପ୍ରାପ୍ତ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ସୁସ୍ଥ ଓ ନିରାମୟ ରହିବେ ।  ଉଚ୍ଚଅଧିକାରୀଙ୍କ ଆଗରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ। ଶୁଭରଙ୍ଗ: ଧଳା

ବିଛା

ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ: ଧଳା

ଧନୁ

ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ମଧ୍ୟାହ୍ନ ପରେ ଆପଣ କିଛି ଦ୍ଵିଧାରେ ରହିବେ। ଘରେ ତଥା ବ୍ୟବସାୟରେ କାର୍ଯ୍ୟଭାର ରହିବ। ଅଧିକ ଖର୍ଚ୍ଚ ହୋଇପାରେ। ଶୁଭରଙ୍ଗ: ଘିଅ ରଙ୍ଗ

ମକର

ଆଜି ଆପଣ ନିଜକୁ ଭଲଭାବେ ପ୍ରସ୍ତୁତ କରିବେ। ପୁରୁଣା ମନକାମନା ପୂରା ହେବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ଜୀବନସାଥୀଙ୍କ ସହିତ କୌଣସି ସମାରୋହକୁ ଯିବେ। ଶୁଭରଙ୍ଗ: ଧଳା

କୁମ୍ଭ

ମାନସିକ ଶକ୍ତି ଫେରି ପାଇବେ । ଶତ୍ରୁ ବିନାଶ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ବିଶ୍ୱାସର ପାତ୍ର ହେବେ । ଶୁଭରଙ୍ଗ: ଧଳା

ମୀନ

ଆଜି ଆପଣ ବହୁତ ବଡ଼ ସ୍ୱପ୍ନ ଦେଖିବେ ,ଆପଣଙ୍କ ଜୀବନରେ କଣ କରିବାକୁ ହେବ । ଆଜି ଆପଣ ଜୀବନେର ଥିବା ସବୁ କାର୍ଯ୍ୟର ତାଲିକା ପ୍ରସ୍ତୁତ କରନ୍ତୁ । ଏହି ଦିଗରେ କରାଯାଇଥିବା ପ୍ରୟାସ ବହୁତ ଲାଭ ଦାୟକ ହେବ। ଶୁଭରଙ୍ଗ: ଫିକା ହଳଦିଆ

ପଢନ୍ତୁ: ସଙ୍କଟରୁ ମୁକ୍ତି ଦେବ ଦୀପ

Related posts

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

୧୪ ନଭେମ୍ବର ମଙ୍ଗଳବାର , ରାଶିଫଳ

ENO Beuro

Leave a Comment