HOROSCOPES

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

know your horoscope

ମେଷ

ଆର୍ଥିକ ପ୍ରଗତି ଓ ସଫଳତା ପାଇବାର ଦିନଟିଏ। ବିଚାର ବିମର୍ଶ ଓ ଆଲୋଚନା ଦ୍ୱାରା ବିଶେଷ ଉପକୃତ ହେବେ । କେତେକ କ୍ଷେତ୍ରରେ ନିରବ ଦର୍ଶକ ହୋଇପାରନ୍ତି । କନ୍ୟା,ପୁତ୍ର,ପୌତ୍ର,ପ୍ରପୌତାଦି ଲାଭ କରି ଖୁସି ହେବେ ।ଶୁଭରଙ୍ଗ: କଫି ରଙ୍ଗ

ବୃଷ

ଦିନଟି ଆପଣଙ୍କ ଲାଗି ଶୁଭ। ଆପଣଙ୍କ ଜୀବନ ଲାଗି ଖାସ୍‌ କାମ ମିଳିପାରେ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ। ପ୍ରେମ ସ˚ପର୍କରେ ମଧୁରତା ଆସିବ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: ସବୁଜ

ମିଥୁନ

ଆଜିର ଦିନଟି ପୂର୍ବ ଦିନ ଅପେକ୍ଷା ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଆୟଠାରୁ ବ୍ୟୟ ଅଧିକ ହେବ।ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭ ହେବ। ଶୁଭରଙ୍ଗ: ଧଳା

କର୍କଟ

ପରିବାରରେ ଶାନ୍ତି ମିଳିବ । ସ୍ୱାସ୍ଥ୍ୟର ଯତ୍ନ ନେବା ସହ ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ବିଦ୍ୟାର୍ଥୀ ବିଦ୍ୟାକ୍ଷେତ୍ରରେ ସଜାଗ ରହିବା ଆବଶ୍ୟକ । ଶାସ୍ତ୍ରାଭ୍ୟାସୀ ହେବେ । ବିନୀତ ସ୍ୱଭାବର ହୋଇପାରନ୍ତି । ଶୁଭରଙ୍ଗ: ଧଳା

ସିଂହ

ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିର ଦିନ ଅତି ଉତ୍ତମ ଅଟେ। ଆପଣଙ୍କ ସୃଜନାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧି ହେବ। ବୈଚାରିକ ଦୃଢ଼ତା ଏବଂ ମାନସିକ ସ୍ଥିରତା କାରଣରୁ କାର୍ଯ୍ୟ ସଫଳତାରେ ସରଳତା ହେବ। ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ। ଶୁଭରଙ୍ଗ: ଲାଲ

କନ୍ୟା

ଅଭାବ ମେଣ୍ଟାଇବାରେ ସକ୍ଷମ ହେବେ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଶୁଭାଶୁଭ ମିଶ୍ରିତ ଫଳ ମିଳିବ । ବ୍ୟୟ ପରିମାଣ ଅଧିକ ହୋଇପାରେ । ଧାର୍ମିକ କାର୍ଯ୍ୟ ଏବଂ ଯାତ୍ରା ପାଇଁ ସମୟ ଅନୁକୂଳ ଅଟେ। ଶୁଭରଙ୍ଗ: ମେରୁନ

 

ତୁଳା

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଚାକିରିରେ ବଡ଼ ସୁଯୋଗ ମିଳିବା ହେତୁ ଧନଲାଭ ହେବ। ମାତାପିତାଙ୍କ ସହିତ ବଢ଼ିଆ ସମ୍ବନ୍ଧ ସ୍ଥାପିତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: ଧଳା

ବିଛା

କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ମନର କଳ୍ପନା ବାସ୍ତବର ରୂପ ନେଇପାରେ । ସରକାରୀ ଧନ ପାଇବାର ସୂଚନା ମିଳୁଛି । ଶୁଭରଙ୍ଗ: ଲାଲ

ଧନୁ

ଅହଂ ଭାବ ଦୂର କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଶୁଭରଙ୍ଗ: ଧଳା

ମକର

ଯେଉଁ ବିଦ୍ୟାର୍ଥିମାନେ ଏପର୍ଯ୍ୟନ୍ତ କଠିନ ପରିଶ୍ରମ କରିଥିଲେ ସେମାନଙ୍କ ପାଇଁ ଏବେ ମୌଜ କରିବାର ସମୟ ।  ବ୍ୟାପାରରେ ଲାଭ ହେବ ଏବଂ ଆୟର ସ୍ରୋତରେ ବୃଦ୍ଧି ହୋଇପାରେ। ମିତ୍ରମାନଙ୍କଠାରୁ ଲାଭ ହେବ ଏବଂ ତାଙ୍କ ସହିତ ସାକ୍ଷାତକରି ଆନନ୍ଦଲାଭ କରିବେ। ଶୁଭରଙ୍ଗ: କଫି ରଙ୍ଗ

କୁମ୍ଭ

କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ବହୁ ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ଉପୁଜି ଥିବା ସମସ୍ତ ସମସ୍ୟା ଦୂର ହୋଇପାରେ । ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଶୁଭରଙ୍ଗ: ଲାଲ

ମୀନ

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ। ବେପାରରେ ଅଚାନକ ଫାଇଦା ହେବ। ଛାତ୍ରୀଙ୍କ ଲାଗି ଦିନଟି ଭଲ ଫଳାଫଳ ନେଇ ଆସିବ। ଶୁଭରଙ୍ଗ: ବାଦାମୀ

ପଢନ୍ତୁ: ସଙ୍କଟରୁ ମୁକ୍ତି ଦେବ ଦୀପ

Related posts

ଜାଣନ୍ତୁ ଆଜିର ରାଶିଫଳ

ENO Beuro

୨୮ ନଭେମ୍ବର , ମଙ୍ଗଳବାର – ରାଶିଫଳ

ENO Beuro

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

Leave a Comment