30.1 C
Bhubaneswar
October 22, 2021
EnewsOdia.Com
ନ୍ୟୁଜ୍

୨୬ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାଙ୍କ ପାଇଁ ଖୋଲିବ ହଷ୍ଟେଲ

ଆସନ୍ତା ୨୬ ତାରିଖରୁ ଖୋଲିବ ହଷ୍ଟେଲ । ହଷ୍ଟେଲ ଖୋଲିବାକୁ SOP ଜାରି କରିଛି ଗଣଶିକ୍ଷା ବିଭାଗ । ଦଶମ ଓ ଦ୍ବାଦଶ ଶ୍ରେଣୀ ପିଲାଙ୍କ ହଷ୍ଟେଲ ଖୋଲିବାକୁ SOP ଜାରି । ହଷ୍ଟଲରେ ସାମାଜିକ ଦୂରତା ରଖିବାକୁ ଗୁରୁତ୍ୱ ଦିଆଯାଇଛି । ଦୈନିକ ମେସ୍ ଏବଂ ଶୌଚାଳୟ ସାନିଟାଇଜ କରାଯିବ । ହଷ୍ଟେଲରେ ସ୍ୱାସ୍ଥ୍ୟ ଓ ପରିମଳକୁ ଗୁରୁତ୍ୱ ଦିଆଯାଇଛି।

ସେହିପରି ଅଭିଭାବକଙ୍କ ଅନୁମତି ନେଇ ଛାତ୍ରଛାତ୍ରୀମାନେ ହଷ୍ଟେଲରେ ରହିପାରିବେ । ହଷ୍ଟେଲ ମୁଖ୍ୟ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ର ସହ ସମ୍ପର୍କରେ ରହିବେ । ହଷ୍ଟେଲରେ ପିଲାଙ୍କୁ ଏକତ୍ରିତ ନହେବାକୁ ପରାମର୍ଶ ଦିଆଯାଇଛି । ଏହାସହ ସବୁ ହଷ୍ଟେଲରେ ଆଇସୋଲେସନ ରୁମରେ ବ୍ୟବସ୍ଥା ରଖିବାକୁ SOP ଜାରି ହୋଇଛି ।

ପଢନ୍ତୁ: ଦେଶୀ ଅନ୍ଦାଜରେ ନଜର ଆସିବେ ନୋରା

Related posts

ଆଜି ବି ସାଇକେଲରେ କାର୍ଯ୍ୟାଳୟକୁ ଆସିଲେ କମିଶନରଙ୍କ ସହ ବିଏମସି କର୍ମଚାରୀ

Ratnamani Maharana

୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ସୂଚନା

admin

ଶୁକ୍ରବାର ଲାଗିବ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More