ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଦେଶର ରେଳବାଇ ଇତିହାସରେ ସଫଳତାର ଆଉ ଏକ ପାହାଚ ଚଢିଲା ଭାରତ। ଗିନିଜ ବୁକ ଅଫ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା କର୍ଣ୍ଣାଟକର ହୁବଲି ଷ୍ଟେସନ। ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ୱୀନୀ ବୈଷ୍ଣବ । ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପ୍ଲାଟଫର୍ମର ଉଦାଘାଟନ କରିଥିଲେ ।
ଦେଶର ରେଳବାଇ ଇତିହାସରେ ସଫଳତାର ଆଉ ଏକ ପାହାଚ ଚଢିଲା ଭାରତ। ଗିନିଜ ବୁକ ଅଫ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା କର୍ଣ୍ଣାଟକର ହୁବଲି ଷ୍ଟେସନ। ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ୱୀନୀ ବୈଷ୍ଣବ । ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପ୍ଲାଟଫର୍ମର ଉଦାଘାଟନ କରିଥିଲେ । ୧୫୦୭ ମିଟର ଲମ୍ବର ଏହି ପ୍ଲାଟଫର୍ମ ୨୦ କୋଟି ଟଙ୍କାରେ ନିର୍ମାଣ କରାଯାଇଛି । ସୂଚନାଯୋଗ୍ୟ, ଭାରତୀୟ ରେଳ ସେବାର ଏହି ଜୋନ ଏବେ ସମଗ୍ର ବ୍ରଡ ଗେଜ ନେଟୱାର୍କ ସହ ଶତ ପ୍ରତିଶତ ବିଦ୍ୟୁତକରଣ ଜୋନରେ ପିରଣତ ହେବାର ରେକର୍ଡ ହାସଲ କରିଛି । କେନ୍ଦ୍ରୀୟ ରେଳବାଇ ଅନୁଯାୟୀ 3,825 କିଲୋମିଟର ଦୂରତା ବିଶିଷ୍ଟ ଏହି ଜୋନରେ ସମସ୍ତ ବ୍ରଡ ଗେଜ ରୁଟରେ 100 ପ୍ରତିଶତ ରେଳ ବିଦ୍ୟୁତକରଣ ହାସଲ କରିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।