ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ମହିଳା ଥାନାକୁ ଆସିବେ ନାହିଁ ହ୍ୟୁମାନ ସାଗର। ସୂଚନା ମୁତାବକ ଗତ ଗୁରୁବାର ଦିନ ହ୍ୟୁମାନ ସାଗର ଓ ତାଙ୍କ ପତ୍ନୀ ଶ୍ରୀୟା ମିଶ୍ର କଟକ ମହିଳା ଥାନାକୁ ଆସିଥିଲେ କାଉସିଲିଂ ପାଇଁ। ଶ୍ରୀୟା ୨ ଦିନ ସମୟ ନେଇଥିଲେ ।
ଆଜି ମହିଳା ଥାନାକୁ ଆସିବେ ନାହିଁ ହ୍ୟୁମାନ ସାଗର। ସୂଚନା ମୁତାବକ ଗତ ଗୁରୁବାର ଦିନ ହ୍ୟୁମାନ ସାଗର ଓ ତାଙ୍କ ପତ୍ନୀ ଶ୍ରୀୟା ମିଶ୍ର କଟକ ମହିଳା ଥାନାକୁ ଆସିଥିଲେ କାଉସିଲିଂ ପାଇଁ। ଶ୍ରୀୟା ୨ ଦିନ ସମୟ ନେଇଥିଲେ । ହେଲେ ଶ୍ରୀୟାଙ୍କ ମା ଓ ବାପାଙ୍କ ସ୍ୱାସ୍ଥ୍ୟ ଖରାପ ଥିବାରୁ ଶ୍ରୀୟା ଆଜି ଆସିବେ ନାହିଁ ବୋଲି ଗତ କାଲିର ସାମ୍ବାଦିକ ସମ୍ମିଳନୀରେ କହିଥିଲେ।ଶ୍ରୀୟା ୩୦ ତାରିଖ ଦିନ ଆସିବେ ମହିଳା ଥାନାକୁ। ଆସନ୍ତା ୩୦ ତାରିଖକୁ ଘୁଞ୍ଚିଲା କାଉଁସିଲିଂ। ସେହି ଦିନ କଟକ ମହିଳା ଥାନାକୁ ଆସିବେ ଉଭୟ। ମହିଳା ଥାନା ପୋଲିସ ପକ୍ଷରୁ ୩୦ ତାରିଖରେ ହ୍ୟୁମାନ କୁ ଆସିବା ପାଇଁ କୁହାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।