ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
CrPC ର ଧାରା ୧୨୫ ଅନୁଯାୟୀ ରକ୍ଷଣାବେକ୍ଷଣ ବ୍ୟବସ୍ଥା ହେଉଛି ସାମାଜିକ ନ୍ୟାୟର ଏକ ମାପ ଯାହା ମହିଳା ଏବଂ ଶିଶୁଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଥିଲା । ତେଣୁ ମୋର ବ୍ୟବସାୟ ବନ୍ଦ ହୋଇଯାଇ ଥିବାରୁ ଏବେ କୌଣସି ଆୟପନ୍ଥା ନାହିଁ, ତେଣୁ ସ୍ତ୍ରୀ-ପିଲାଙ୍କୁ ଭରଣପୋଷଣ ଦେଇପାରିବି ନାହିଁ ବୋଲି କହୁଥିବା ସ୍ବାମୀଙ୍କ ଯୁକ୍ତିକୁ କୋର୍ଟ ଖାରଜ କରିଦେଇଛନ୍ତି।
ସୁପ୍ରିମକୋର୍ଟଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଚର୍ଚ୍ଚାର ପରିସରକୁ ଆସିଛି। କୋର୍ଟ କହିଛନ୍ତି ଯେ ସ୍ବାମୀ ତା’ର ସ୍ତ୍ରୀକୁ ଛାଡ଼ପତ୍ର ଦେଇଥିଲେ ତା’ର ଭରଣପୋଷଣ କରିବାକୁ ପଡ଼ିବ। ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି, ସ୍ତ୍ରୀ ଓ ପିଲାଙ୍କ ଭରଣପୋଷଣ କରିବା ପାଇଁ ସ୍ୱାମୀଙ୍କୁ ଶାରିରୀକ ପରିଶ୍ରମ କରିବା ପାଇଁ ପଡିଲେ ମଧ୍ୟ ସେ ଏହା କରିବାକୁ ବାଧ୍ୟ । ଏଥିପାଇଁ ସ୍ବାମୀକୁ ରୋଜଗାର କରିବାକୁ ପଡ଼ିବ। ଦରକାର ପଡ଼ିଲେ ଶାରୀରିକ ଶ୍ରମକରି ବା ଦିନମଜୁରି ଲାଗି ମଧ୍ୟ ସ୍ତ୍ରୀ-ପିଲାଙ୍କୁ ପୋଷିବାକୁ ପଡ଼ିବ।ଯଦି ସ୍ୱାମୀ ଆଇନଗତ କାରଣରୁ ଶାରୀରିକ ଭାବରେ ସକ୍ଷମ ନୁହଁନ୍ତି ତେବେ ଏଥିରୁ ସେ ମୁକ୍ତ ହୋଇପାରିବେ । ଅଦାଲତ ଶୁଣାଣି ସମୟରେ କହିଛନ୍ତି ଯେ CrPC ର ଧାରା ୧୨୫ ଅନୁଯାୟୀ ରକ୍ଷଣାବେକ୍ଷଣ ବ୍ୟବସ୍ଥା ହେଉଛି ସାମାଜିକ ନ୍ୟାୟର ଏକ ମାପ ଯାହା ମହିଳା ଏବଂ ଶିଶୁଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ କରାଯାଇଥିଲା । ତେଣୁ ମୋର ବ୍ୟବସାୟ ବନ୍ଦ ହୋଇଯାଇ ଥିବାରୁ ଏବେ କୌଣସି ଆୟପନ୍ଥା ନାହିଁ, ତେଣୁ ସ୍ତ୍ରୀ-ପିଲାଙ୍କୁ ଭରଣପୋଷଣ ଦେଇପାରିବି ନାହିଁ ବୋଲି କହୁଥିବା ସ୍ବାମୀଙ୍କ ଯୁକ୍ତିକୁ କୋର୍ଟ ଖାରଜ କରିଦେଇଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।