Loading...

ମେଣ୍ଟ ଦଳର ବହୁ ବରିଷ୍ଠ ନେତା ଯୋଗଦେବାକୁ ମନା କରିବାରୁ ଘୁଞ୍ଚିଲା 'ଇଣ୍ଡିଆ' ବୈଠକର ତାରିଖ

ମେଣ୍ଟ ଦଳର ବହୁ ବରିଷ୍ଠ ନେତା ଯୋଗଦେବାକୁ ମନା କରିବାରୁ ଘୁଞ୍ଚିଲା 'ଇଣ୍ଡିଆ' ବୈଠକର ତାରିଖ

ଆସନ୍ତାକାଲି ମେଣ୍ଟ ଦଳଗୁଡିକୁ ନେଇ ବସିଥାଆନ୍ତା 'ଇଣ୍ଡିଆ' ବୈଠକ। ହେଲେ କିଛି ଘଣ୍ଟା ପୂର୍ବରୁ ବୈଠକକୁ ଘୁଞ୍ଚାଇ ଦିଆଯାଇଛି। ମେଣ୍ଟ ଦଳର ବହୁ ବରିଷ୍ଠ ନେତା ଯୋଗଦେବାକୁ ମନା କରିବାରୁ ବୈଠକ ଘୁଞ୍ଚାଇ ଦିଆଯାଇଥିବା ସୂଚନା ମିଳିଛି।

ଆସନ୍ତାକାଲି ମେଣ୍ଟ ଦଳଗୁଡିକୁ ନେଇ ବସିଥାଆନ୍ତା 'ଇଣ୍ଡିଆ' ବୈଠକ। ହେଲେ କିଛି ଘଣ୍ଟା ପୂର୍ବରୁ ବୈଠକକୁ ଘୁଞ୍ଚାଇ ଦିଆଯାଇଛି। ମେଣ୍ଟ ଦଳର ବହୁ ବରିଷ୍ଠ ନେତା ଯୋଗଦେବାକୁ ମନା କରିବାରୁ ବୈଠକ ଘୁଞ୍ଚାଇ ଦିଆଯାଇଥିବା ସୂଚନା ମିଳିଛି।ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ସମାଜବାଦୀ ପାର୍ଟି ମୁଖିଆ ଅଖିଳେଶ ଯାଦବ 'ଇଣ୍ଡିଆ' ଆଲାଏନ୍ସ ବୈଠକରେ ଯୋଗ ଦେଇପାରିବେନି ବୋଲି କହିଥିଲେ। ଏହା ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଅନୁପସ୍ଥିତ ରହିବା ନେଇ ଜଣାଇଥିଲେ। କିନ୍ତୁ ଏହି ନେତାମାନେ ସେମାନଙ୍କର ପ୍ରତିନିଧୀଙ୍କୁ ବୈଠକକୁ ପଠାଇବେ ବୋଲି କହିଥିଲେ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.