୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଟିମ୍ ଇଣ୍ଡିଆର ଷ୍ଟାର୍ ଅଲ୍ରାଉଣ୍ଡର୍ କ୍ରିକେଟର ଅକ୍ଷର ପଟେଲ।
ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଟିମ୍ ଇଣ୍ଡିଆର ଷ୍ଟାର୍ ଅଲ୍ରାଉଣ୍ଡର୍ କ୍ରିକେଟର ଅକ୍ଷର ପଟେଲ। ଗତକାଲି ସେ ତାଙ୍କ ବାନ୍ଧବୀ ମେହା ପଟେଲଙ୍କୁ ବିବାହ କରିଛନ୍ତି। ଗତ ବର୍ଷ ସେମାନଙ୍କର ନିର୍ବନ୍ଧ ହୋଇଥିବା ବେଳେ ଏବେ ସେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଅକ୍ଷରଙ୍କ ପତ୍ନୀ ମେହା ଜଣେ ସୋସିଆଲ୍ ମିଡିଆ ଷ୍ଟାର୍। ସେ ସୋସିଆଲ୍ ମିଡିଆରେ ରିଲ୍ସ ବନାଇ ଖୁବ୍ ଲୋକପ୍ରିୟତା ଅର୍ଜନ କରିଛନ୍ତି।
ଜାଣିବାକୁ ମିଳିଛି ଯେ ଅକ୍ଷରଙ୍କ ବିବାହ ଜାନୁଆରି ୨୬ ତାରିଖ, ଅର୍ଥାତ ଗତକାଲି ଗୁଜୁରାଟର ବଡ଼ୋଦରାରେ ହୋଇଛି। ଏହି ବିବାହ ଉତ୍ସବରେ ଜୟଦେବ ଉନାଦକଟଙ୍କ ସମେତ ଅନ୍ୟ କ୍ରିକେଟର୍ ବି ସାମିଲ୍ ଥିଲେ। ଉନାଦକଟ ସେମାନଙ୍କ ମେହନ୍ଦେୀ ଉତ୍ସବର କିଛି ଫଟୋକୁ ଇନ୍ଷ୍ଟାଗ୍ରାମ୍ରେ ସେୟାର କରିଛନ୍ତି। ଏଥିରେ ଅକ୍ଷର ଏବଂ ମେହା ବି ନଜର ଆସିଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।