ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ସେପ୍ଟେମ୍ବର ୨ ଶନିବାରେ ସୂର୍ଯ୍ୟ ଅଭିମୁଖେ ଯିବ ଆଦିତ୍ୟ ଏଲ-୧। ସେପ୍ଟେମ୍ବର ୨ ତାରିଖ ପୂର୍ବାହ୍ନ ୧୧ଟା ୫୦ ମିନିଟରେ ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଏହାର ଉତ୍କ୍ଷେପଣ ହେବ।
ସେପ୍ଟେମ୍ବର ୨ ଶନିବାରେ ସୂର୍ଯ୍ୟ ଅଭିମୁଖେ ଯିବ ଆଦିତ୍ୟ ଏଲ-୧। ସେପ୍ଟେମ୍ବର ୨ ତାରିଖ ପୂର୍ବାହ୍ନ ୧୧ଟା ୫୦ ମିନିଟରେ ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଏହାର ଉତ୍କ୍ଷେପଣ ହେବ। ଏହି ମହାକାଶ ଯାନ ପୃଥିବୀ ଠାରୁ ୧୫ ଲକ୍ଷ କିଲୋମିଟର ଦୂରରେ ରହି ସୂର୍ଯ୍ୟ ଉପରେ କରିବେ ଗବେଷଣା । ସୂର୍ଯ୍ୟର ଅତି ବାଇଗେଣି ରଶ୍ମିକୁ ନେଇ ତଥ୍ୟ ସଂଗ୍ରହ କରିବ ମହାକାଶ ଯାନ – ଆଦିତ୍ୟ ଏଲ୍-ୱାନ୍ । ଏହା ପୃଥିବୀଠୁ ୧୫ ଲକ୍ଷ କିଲୋମିଟର ଦୂରରେ ଥିବା ଆର୍ଥ-ସନ୍ ସିଷ୍ଟମର ପ୍ରଥମ ଲଗରାଞ୍ଜିଆନ୍ ପଏଣ୍ଟ୍ ବା ଏଲ-୧ର ଏକ ହାଲୋ ଅର୍ବିଟରେ ଅବସ୍ଥାପିତ ହେବ। ସେଠାକୁ ଯିବା ପାଇଁ ପ୍ରାୟ ୪ ମାସ ସମୟ ଲାଗିବ।ଏହାର ଅର୍ଥ ୨୦୨୩ ଶେଷ ସପ୍ତାହ କିମ୍ବା ୨୦୨୪ ପ୍ରଥମ ସପ୍ତାହରେ ଆଦିତ୍ୟ ଏଲ-୧ ଲକ୍ଷ୍ୟସ୍ଥଳରେ ପହଞ୍ଚିଯିବ। ପୃଥିବୀଠୁ ସୂର୍ଯ୍ୟ ପ୍ରାୟ ୧୫ କୋଟି କିଲୋମିଟର ଦୂରରେ ଥିବା ବେଳେ ଏହାର ଶହେ ଭାଗରୁ ୧ ଭାଗ ଦୂରତା ଅତିକ୍ରମ କରିବ ଆଦିତ୍ୟ ଏଲ -୧।
ସୂଚନାନୁସାରେ,ଲାଗରେଞ୍ଜିଆନ୍ ପଏଣ୍ଟ-୧ ବା ଏଲ-୧ ପୃଥିବୀଠୁ ୧୫ ଲକ୍ଷ କିଲୋମିଟର ଦୂରରେ ରହିଛି। ଏହି ସ୍ଥାନରେ ପୃଥିବୀ ଓ ସୂର୍ଯ୍ୟର ଚୁମ୍ବକୀୟ ଶକ୍ତି ପ୍ରାୟ ସମାନ। ତେଣୁ ସେଠାରେ କୌଣସି ବସ୍ତୁ ଅବସ୍ଥାପିତ ହେଲେ, ତାହା ସେହି ସ୍ଥାନରେ ହିଁ କାର୍ଯ୍ୟକ୍ଷମ ହେବ। ସେଠାରେ କୌଣସି ପରାଗ ବା ଗ୍ରହଣର ପ୍ରଭାବ ପଡ଼ୁନଥିବାରୁ ନିରବଚ୍ଛିନ୍ନ ଭାବେ ସୂର୍ଯ୍ୟ ଉପରେ ଗବେଷଣା ଜାରି ରହିବ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।