ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆସନ୍ତାକାଲି ହେବାକୁ ଥିବା ବଜେଟ ଅଧିବେଶନରେ ପ୍ରଥମ ଦିନରେ ଲୋକସଭାରେ ୨୦୨୨-୨୩ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବ। ଅର୍ଥନୈତିକ ସର୍ଭେ ଆମ ଦେଶର ଅର୍ଥନୀତିର ଏକ ଚିତ୍ର ପ୍ରଦାନ କରିଥାଏ ।
ମଙ୍ଗଳବାର ସଂସଦରେ ଅର୍ଥନୈତିକ ସର୍ବେକ୍ଷଣ ହୋଇଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ହୋଇଥିବା ଏହି ୨୦୨୨-୨୩ ସର୍ବେକ୍ଷଣରେ ସୂଚନା ଦେଇଛନ୍ତି ଯେ ଆର୍ଥିକ ବର୍ଷ ୨୦୨୩ରେ ଜିଡିପି ଅବିବୃଦ୍ଧି ୭ ପ୍ରତିଶତ ହୋଇଥିବା ବେଳେ ଆଗାମୀ ବର୍ଷ ଏହା ୬.୫ ପ୍ରତିଶତ ହୋଇପାରେ ବୋଲି ଆକଳନ କରାଯାଇଛି। ଏହି ଅଭିବୃଦ୍ଧି ହାରରେ ଭାରତୀୟ ଅର୍ଥନୀତି ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇ ରହିବ। ମହାମାରୀ ସମୟରେ ମନ୍ଥର ହୋଇ ଯାଇଥିବା ଅର୍ଥନୀତି ପୁଣି ଥରେ ଉଦ୍ଧାର ହୋଇଛି ବୋଲି ସର୍ବେକ୍ଷଣ କାଗଜପତ୍ରରେ ଉଲ୍ଲେଖ କରାଯାଇଛି।
ଆସନ୍ତାକାଲି ହେବାକୁ ଥିବା ବଜେଟ ଅଧିବେଶନରେ ପ୍ରଥମ ଦିନରେ ଲୋକସଭାରେ ୨୦୨୨-୨୩ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବ। ଅର୍ଥନୈତିକ ସର୍ଭେ ଆମ ଦେଶର ଅର୍ଥନୀତିର ଏକ ଚିତ୍ର ପ୍ରଦାନ କରିଥାଏ । ଏଥିରେ ଅର୍ଥନୀତିର ପ୍ରଦର୍ଶନ, ବିଭିନ୍ନ କ୍ଷେତ୍ରର ସ୍ଥିତି ଓ ପୂର୍ବାନୁମାନ, ସରକାରଙ୍କ ପ୍ରମୁଖ କାର୍ୟ୍ୟକ୍ରମଗୁଡ଼ିକର ଅଗ୍ରଗତି, ସଫଳତା-ବିଫଳତା, ଅର୍ଥନୀତିର ପୂର୍ବାନୁମାନ ଆଦି ସଂପର୍କରେ ବର୍ଣ୍ଣନା ରହିଥାଏ । ସାଧାରଣତଃ ବଜେଟ ଉପସ୍ଥାପନର ଏକ ଦିନ ପୂର୍ବରୁ ଲୋକସଭାରେ ଏହାର ଉପସ୍ଥାପନ କରାଯାଇଥାଏ । ସାଧାରଣତଃ ଅର୍ଥନୈତିକ ସର୍ଭେ ମାଧ୍ୟମରେ ସରକାରଙ୍କ ବଜେଟ କେଉଁ ଦିଗରେ ଯିବ ସେ ସଂପର୍କରେ ଏକ ଧାରଣା ମିଳିଥାଏ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।