ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଇସ୍ରୋର ବାହୁବଳୀ ମିଶନ ସଫଳ । ମଧ୍ୟରାତ୍ରିରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ମହାକାଶକୁ ଗଲା ଏଲଭିଏମ୩-ଏମ୨ । ଯେଉଁଥିରେ ଥିଲା ୩୬ଟି ବ୍ରଡବ୍ର୍ୟାଣ୍ଡ ଯୋଗଯୋଗ ଉପଗ୍ରହ । ଏହାର ଓଜନ ସବୁଠାରୁ ଅଧିକ ଥିବାରୁ ଏହାକୁ ମିଶନ ବାହୁବଳି କୁହାଯାଏ ।
ଇସ୍ରୋର ବାହୁବଳୀ ମିଶନ ସଫଳ । ମଧ୍ୟରାତ୍ରିରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ମହାକାଶକୁ ଗଲା ଏଲଭିଏମ୩-ଏମ୨ । ଯେଉଁଥିରେ ଥିଲା ୩୬ଟି ବ୍ରଡବ୍ର୍ୟାଣ୍ଡ ଯୋଗଯୋଗ ଉପଗ୍ରହ । ଏହାର ଓଜନ ସବୁଠାରୁ ଅଧିକ ଥିବାରୁ ଏହାକୁ ମିଶନ ବାହୁବଳି କୁହାଯାଏ । ଏହି ପ୍ରକ୍ଷେପଣ ଯାନ ନିଜ ସହ ନେଇଥିବା ୩୬ ଉପଗ୍ରହକୁ ସଫଳତାର ସହ ନିର୍ଦ୍ଦିଷ୍ଟ କକ୍ଷପଥରେ ଅବସ୍ଥାନ କରିଛି । ଏହି ଅବସରରେ ଇସ୍ରୋ ଅଧ୍ୟକ୍ଷ ଏସ.ସୋମନାଥ ସମ୍ବୋଧନ କରି କହିଛନ୍ତି ଯେ, ଏହା ଥିଲା ଆମର ଐତିହାସିକ ଲକ୍ଷ୍ୟ ଯାହାକି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ସମ୍ଭବ ହୋଇପାରିଛି । ଏଲଭିଏମ – ୩ ରକେଟକୁ ବ୍ୟବସାୟିକ କ୍ଷେତ୍ରରେ ବିନିଯୋଗ କରାଯିବା ଲକ୍ଷ୍ୟ ରହିଛି । ଅନ୍ୟପକ୍ଷରେ ମହାକାଶକୁ ଛଡାଯିବା ପାଇଁ ଚନ୍ଦ୍ରଯାନ – ୩ ପ୍ରସ୍ତୁତ ହୋଇ ସାରିଛି । ଏହାର ପରୀକ୍ଷା ନିରୀକ୍ଷା ସରିଛି । ଆସନ୍ତା ବର୍ଷ ଫେବୃୟାରୀ କିମ୍ବା ଜୁନରେ ଏହାକୁ ଉତକ୍ଷେପଣ କରାଯିବ ବୋଲି ଏସ.ସୋମନାଥ କହିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।