ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଖୋଲିବ ନାଗ ଚାନ୍ଦ ଗୁମର । ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ରହସ୍ୟ ଭେଦୁଛି ଇଡି । ଅର୍ଚ୍ଚନା ରିମାଣ୍ଡରେ ଥିବା ବେଳେ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ଆଣିବ ଇଡି । ତାଙ୍କୁ ୧୫ ଦିନ ରିମାଣ୍ଡରେ ଆଣିବାକୁ ଆବେଦନ କରିବ ।
ଖୋଲିବ ନାଗ ଚାନ୍ଦ ଗୁମର । ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ରହସ୍ୟ ଭେଦୁଛି ଇଡି । ଅର୍ଚ୍ଚନା ରିମାଣ୍ଡରେ ଥିବା ବେଳେ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ଆଣିବ ଇଡି । ତାଙ୍କୁ ୧୫ ଦିନ ରିମାଣ୍ଡରେ ଆଣିବାକୁ ଆବେଦନ କରିବ । ଆଜି ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜଙ୍କ କୋର୍ଟରେ ହାଜର ହେବ ଜଗବନ୍ଧୁ ଚାନ୍ଦ । ଏଥିପାଇଁ ଇଡି ପ୍ରଡକସନ୍ ପିଟିସନ୍ ଦାଖଲ କରିଥିଲା । ଅର୍ଚ୍ଚନାଙ୍କ ମନି ଲଣ୍ଡରିଂ ମାମଲାରେ ଜଗବନ୍ଧୁଙ୍କୁ ଗିରଫ କରିଛି ଇଡି । ତାଙ୍କୁ ରିମାଣ୍ଡରେ ଆଣି ଅଧିକ ତଥ୍ୟ ହାସଲ କରିବ ତଦନ୍ତକାରୀ ଟିମ୍ ।
ଜଗବନ୍ଧୁଙ୍କୁ ରିମାଣ୍ଡରେ ଆଣି ଅର୍ଚ୍ଚନା, ଶ୍ରଦ୍ଧାଞ୍ଜଳି, ଖଗେଶ୍ୱରଙ୍କ ସହ ମୁହାଁମୁହିଁ ଜେରା କରିପାରେ ଇଡି । ଶ୍ରଦ୍ଧାଞ୍ଜଳି ଏବେ ଫେରାର୍ ଅଛନ୍ତି । ବାରମ୍ବାର ସମନ୍ ପରେ ବି ସେ ଆଉ ଇଡିରେ ହାଜର ହେଉ ନାହାନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।