ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ବାଲେଶ୍ବର ବିଜେପି ଅଫିସରେ ଏକ ମିଶ୍ରଣ ପର୍ବରେ ବିଜେପି ରେ ସାମିଲ ହେଲେ ଚଳଚିତ୍ର ଜଗତର ଏକ ଜଣାଶୁଣା ଯୋଡି ଜିନା ସାମଲ ଓ ରୁଦ୍ର।
ବାଲେଶ୍ବର ବିଜେପି ଅଫିସରେ ଏକ ମିଶ୍ରଣ ପର୍ବରେ ବିଜେପି ରେ ସାମିଲ ହେଲେ ଚଳଚିତ୍ର ଜଗତର ଏକ ଜଣାଶୁଣା ଯୋଡି ଜିନା ସାମଲ ଓ ରୁଦ୍ର। ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଓଲିଉଡ ଅଭିନେତ୍ରୀ ଜିନା ଓ ତାଙ୍କ ସ୍ୱାମୀ ରୁଦ୍ର ପାଣିଗ୍ରାହୀଙ୍କ ସହ ପ୍ରାୟ ୮୦ରୁ ଅଧିକ ବ୍ୟକ୍ତି ବିଜେପିରେ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଓଲିଉଡର ଲୋକପ୍ରିୟ କଳାକାର ମହାଶ୍ବେତା, ଅପରାଜିତା, ପିଙ୍କି ପ୍ରଧାନ, ଅଶ୍ରୁମୋଚନ ମହାନ୍ତି, ଅନୁ ଚୌଧୁରୀ, ଶ୍ରୀତମ୍ ଦାସ ଓ ଅଖିଳ ପଟ୍ଟନାୟକ ପ୍ରମୁଖ ବିଜେପିରେ ଯୋଗ ଦେଇ ଦଳରେ ସକ୍ରିୟ ଅଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।