Loading...

ଝାରସୁଗୁଡା ଉପନିର୍ବାଚନର ଆଜି ପ୍ରଚାରର ଶେଷ ଦିନ

ଝାରସୁଗୁଡା ଉପନିର୍ବାଚନର ଆଜି ପ୍ରଚାରର ଶେଷ ଦିନ

ସୋମବାର ପ୍ରଚାର ସରୁଥିବା ବେଳେ ହାଇଭୋଲଟେଜ୍‌ ପ୍ରଚାରରେ କମ୍ପୁଛି ଅଞ୍ଚଳ। ପ୍ରଚାର ମଇଦାନକୁ ଓହ୍ଲାଇଥିଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ତ୍ର ପ୍ରଧାନ ।

ଆଉ ଦିନକ ପରେ ନିର୍ବାଚନ । ପ୍ରଚାରର ଶେଷ ଦିନରେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ସବୁ ଦଳର ପ୍ରସ୍ତୁତି । । ସୋମବାର ପ୍ରଚାର ସରୁଥିବା ବେଳେ ହାଇଭୋଲଟେଜ୍‌ ପ୍ରଚାରରେ କମ୍ପୁଛି ଅଞ୍ଚଳ। ପ୍ରଚାର ମଇଦାନକୁ ଓହ୍ଲାଇଥିଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ତ୍ର ପ୍ରଧାନ । ବିରୋଧୀଙ୍କ କଟାକ୍ଷକୁ ମନେ ପକାଇ ବିରୋଧୀଙ୍କୁ ସମାଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ହାତରେ ଆଉ ଗୋଟିଏ ଦିନ ଥିବାରୁ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.