Loading...

ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀ ପାଇଁ ନିର୍ବାଚନ ଦିନ ଛୁଟି ଘୋଷଣା କଲେ ରାଜ୍ୟସରକାର

ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀ ପାଇଁ  ନିର୍ବାଚନ ଦିନ ଛୁଟି ଘୋଷଣା କଲେ ରାଜ୍ୟସରକାର

ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ଆସନ୍ତା ମେ’ ୧୦ ତାରିଖରେ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି ।

ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ଆସନ୍ତା ମେ’ ୧୦ ତାରିଖରେ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ଝାରସୁଗୁଡ଼ା ଉପନିର୍ବାଚନକୁ ଦୃଷ୍ଟିରେ ରଖି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ଛୁଟି ସଂକ୍ରାନ୍ତରେ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ଆସନ୍ତା ମେ’ ୧୦ ତାରିଖ (ବୁଧବାର) ଝାରସୁଗୁଡ଼ା ର୍ନିବାଚନମଣ୍ଡଳୀ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଅଫିସ, ମାଜିଷ୍ଟ୍ରେଟ୍‌ କୋର୍ଟ, ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ ଅନୁଷ୍ଠାନ ବନ୍ଦ ରହିବ । ମତାଧିକାର ସାବ୍ୟସ୍ତ କରିବା ପାଇଁ କର୍ମଚାରୀମାନଙ୍କ ନିମନ୍ତେ ଏହି ଛୁଟି ଘୋଷଣା କରାଯାଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.