ଯାତ୍ରା ଅଭିନେତ୍ରୀ ନିଶା ଅଳ୍ପ ସମୟ କଲେ ଷ୍ଟେଜ୍ ସୋ, ତାତିଲେ ଲୋକ
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
Loading...
ଝାରସୁଗୁଡା ଉପନିର୍ବାଚନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଏବଂ ୮ଟା ୩୦ ମିନଟ୍ରେ ଇଭିଏମ ଗଣତି ଆରମ୍ଭ ହୋଇ ସରିଲାଣି।
ଝାରସୁଗୁଡା ଉପନିର୍ବାଚନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ ବାଲଟ ଏବଂ ୮ଟା ୩୦ ମିନଟ୍ରେ ଇଭିଏମ ଗଣତି ଆରମ୍ଭ ହୋଇ ସରିଲାଣି। ଭୋଟ ଗଣତି ନିମନ୍ତେ ସମସ୍ତ ପ୍ରକାର ସୁବ୍ୟବସ୍ଥା କରାଯାଇଥିବା ଜିଲା ପ୍ରଶାସନ ତରଫରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜିଲା ନିର୍ବାଚନ ଅଧିକାରୀ ଅବଗତ କରାଇଛନ୍ତି।
ସୂଚନାନୁସାରେ, ପ୍ରଥମ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ତାଙ୍କର ନିକଟତମ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୨୭୦୬ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ବିଜେଡିକୁ ୫୯୪୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ମିଳିଛି ୩୨୩୮ଟି ଭୋଟ୍। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ପ୍ରଥମ ରାଉଣ୍ଡରେ ମାତ୍ର ୧୨୩ ଖଣ୍ଡ ଭୋଟ ମିଳିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ ।
ନିଜ ପୋଷାକକୁ ନେଇ ସବୁବେଳେ ବିବାଦରେ ରହୁଥିବା ଉର୍ଫି ଏବେ ନିର୍ବନ୍ଧ କରିଥିବା ନେଇ ଚର୍ଚ୍ଚା ହେଉଛି।