Loading...

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ

ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବାକୁ ଯାଉଛନ୍ତି।

ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବାକୁ ଯାଉଛନ୍ତି। ଆସନ୍ତା ୪ ତାରିଖରେ ସେ ଦାଇତ୍ଵ ଗ୍ରହଣ କରିବେ। ଆସନ୍ତା ୪ରେ ଅବସର ଗ୍ରହଣ କରିବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର।ନୂତନ ଦାୟିତ୍ବ ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.