ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆଜି ପୁଣି ଇଡିରେ ହାଜର ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତା। ସପ୍ତାହକ ମଧ୍ୟରେ ଦ୍ବିତୀୟ ଥର ଇଡିରେ ହାଜର ହେବାକୁ ଯାଉଛନ୍ତି କବିତା।
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆଜି ପୁଣି ଇଡିରେ ହାଜର ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତା। ସପ୍ତାହକ ମଧ୍ୟରେ ଦ୍ବିତୀୟ ଥର ଇଡିରେ ହାଜର ହେବାକୁ ଯାଉଛନ୍ତି କବିତା। ଏହାପୂର୍ବରୁ ଗତ ୧୧ ତାରିଖରେ ତାଙ୍କୁ ପଚରାଉଚରା କରିଥିଲା ଇଡି । ପ୍ରାୟ ୯ ଘଣ୍ଟା କାଳ ସେ ଜେରାର ସମ୍ମୁଖୀନ ହୋଇଥିଲେ । ଏହାପରେ ପୁଣିଥରେ ୧୬ ତାରିଖରେ ହାଜର ହେବାକୁ କବିତାଙ୍କୁ ସମନ କରାଯାଇଥିଲା ।
ଉଲ୍ଲେଖଯୋଗ୍ୟ, କେ.କବିତା ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ଏକ ମନିଲଣ୍ଡରିଂ ମାମଲାରେ ଅଭିଯୁକ୍ତ ଅଛନ୍ତି। ଏହି ମାମଲାର ତୁରନ୍ତୁ ଶୁଣାଣି କରିବାକୁ ସେ ଆବେଦନ କରିଥିଲେ, ଯାହାକୁ କୋର୍ଟ ମାର୍ଚ୍ଚ ୨୪ରେ ଶୁଣାଣି କରିବେ ବୋଲି ଦିନ ଧାର୍ଯ୍ୟ କରିଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।