ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ପ୍ରବଳ ତୁଷାର ପାତ ସତ୍ତ୍ୱେ ଫିଟିଲା ବାବା କେଦାରନାଥଙ୍କ ଦ୍ବାର। ବ୍ରାହ୍ମ ମୁହୂର୍ତ୍ତରେ ଗର୍ଭଗୃହରେ କେଦାରନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇ ସର୍ବସାଧାରଣ ଦର୍ଶନ ପାଇଁ କବାଟ ଖୋଲିଛି ।
ପ୍ରବଳ ତୁଷାର ପାତ ସତ୍ତ୍ୱେ ଫିଟିଲା ବାବା କେଦାରନାଥଙ୍କ ଦ୍ବାର। ବ୍ରାହ୍ମ ମୁହୂର୍ତ୍ତରେ ଗର୍ଭଗୃହରେ କେଦାରନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇ ସର୍ବସାଧାରଣ ଦର୍ଶନ ପାଇଁ କବାଟ ଖୋଲିଛି । କେଦାରନାଥ ମନ୍ଦିରକୁ ୩୫ କୁଇଣ୍ଟାଲ ଫୁଲରେ ସୁନ୍ଦର ଭାବେ ସଜାଯାଇଛି। ଦର୍ଶନ ପାଇଁ ଗଙ୍ଗୋତ୍ରୀ ଧାମର କବାଟ ଖୋଲିବା ପରେ ଚାରିଧାମ ଯାତ୍ରା ଆରମ୍ଭ ହୋଇଛି ।ଖବର ଅନୁଯାୟୀ, ପ୍ରବଳ ଥଣ୍ଡା କାରଣରୁ ଗତ ଅକ୍ଟୋବର ମାସରୁ ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ବନ୍ଦ କରାଯାଇଥିଲା । ତେବେ ପଦଯାତ୍ରା ସହ ଶ୍ରଦ୍ଧାଳୁମାନେ ହେଲିକପ୍ଟରରେ ମଧ୍ୟ ଯାତ୍ରା କରିପାରିବେ । ଉତ୍ତରଖଣ୍ଡ ପର୍ଯ୍ୟଟନ ବିଭାଗ ପକ୍ଷରୁ ହେଲିକପ୍ଟର ଯୋଗେ କେଦାରନାଥଯାତ୍ରା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଯାଏ କେଦାରନାଥଯାତ୍ରା ପାଇଁ ପ୍ରାୟ ୩ ଲକ୍ଷ ଲୋକ ବୁକିଂ କରିଥିବା ଜଣାପଡିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।