ଆସନ୍ତୁ ଜାଣିବା ରୋଷେଇ ଘରର ବାସନକୁ ନେଇ କଣ କହେ ବାସ୍ତୁ
ବାସ୍ତୁଶାସ୍ତ୍ର ଅନୁସାରେ ତାୱା ଓ କଡେଇ ରାହୁଙ୍କ ପ୍ରତୀକ ଅଟେ । ତେଣୁ ଆମେ ରୋଷେଇ ଘର ସାମଗ୍ରୀ ଉପରେ ଧ୍ୟାନ ଦେବା ଆବଶ୍ୟକ ଅଟେ ।
Loading...
ଅଫିସ ହେଉ କିମ୍ୱା ଘର, ସବୁ ସ୍ଥାନରେ ଆମେ ଦର୍ପଣ ଖୋଜିଥାଉ। ଦର୍ପଣ ବିନା ଗୃହସ୍ଥ ଜୀବନ ଅଧୁରା ବୋଲି କହିଲେ ଚଳେ। ସାଧାରଣ ଜୀବନଚର୍ଯାରେ ଦର୍ପଣ ଆମ ପାଇଁ ଯେମିତି ଜରୁରୀ ଠିକ୍ ସେହିପରି ବାସ୍ତୁ ଶାସ୍ତ୍ରରେ ଏହାର ଏକ ବିଶେଷ ମହତ୍ତ୍ୱ ରହିଛି।

ବାସ୍ତୁ ଶାସ୍ତ୍ର ଅନୁସାରେ ଘରେ ଠିକ୍ ଦିଗରେ ଦର୍ପଣ ନଲଗାଇଲେ, ସୁଖଶାନ୍ତି ହ୍ରାସ ପାଇଥାଏ। ତେଣୁ ଆସନ୍ତୁ ଜାଣିବା ଦର୍ପଣ କେଉଁ ଦିଗରେ ଲଗାଇବା ଉଚିତ ଏବଂ କେଉଁ ଦିଗରେ ନୁହେଁ।
୧. ଦର୍ପଣ ଲଗାଇବା ସମୟରେ ଗୋଟିଏ କଥା ଉପରେ ଧ୍ୟାନ ଦିଅନ୍ତୁ, ଏହା ଯେପରି ବହୁତ ଉପରେ କିମ୍ୱା ତଳେ ନରୁହେ। ଦର୍ପଣ ଏପରି ରହିଲେ, ଘରର ସଦସ୍ୟଙ୍କ ମୁଣ୍ଡଯନ୍ତ୍ରଣା ହୋଇଥାଏ।
୨. ସେହିପରି ବେଡ୍ ସାମ୍ନାରେ ଦର୍ପଣ ରଖନ୍ତୁ ନାହିଁ। ଏପରି କଲେ ସ୍ୱାମୀ–ସ୍ତ୍ରୀଙ୍କ ମଧ୍ୟରେ ମନ ମତାନ୍ତର ହୋଇଥାଏ।
୩. ଘରର ଉତ୍ତର ଦିଗରେ ଦର୍ପଣ ରହିଲେ, ଘରେ ଆର୍ଥିକ ଉନ୍ନତି ହୋଇଥାଏ। ସେହିପରି ଐଶାନ୍ୟ କୋଣ ଓ ପୂର୍ବ ଦିଗରେ ଦର୍ପଣ ଲଗାଇଲେ ଘରର ସଦସ୍ୟଙ୍କ ଉନ୍ନତି ସହିତ ସମାଜରେ ପ୍ରତିଷ୍ଠା ମିଳିଥାଏ।
୪. ବାସ୍ତୁ ଅନୁସାରେ ଗୋଲ୍ ଆକୃତିର ଦର୍ପଣକୁ ଘରେ ରଖିବା ଅଶୁଭ। ବର୍ଗାକାର କିମ୍ୱା ଆୟତ୍ତାକାର ଦର୍ପଣ ଘରେ ରଖିବା ଶୁଭ।
୫. ଭାଙ୍ଗି ଯାଇଥିବା ଦର୍ପଣ କିମ୍ୱା ଝାପ୍ସା ଦେଖାଯାଉଥିବା ଦର୍ପଣ ଘରେ ରଖନ୍ତୁ ନାହିଁ। ଏହା ଦ୍ୱାରା ଘରକୁ ନକାରାତ୍ମକ ଶକ୍ତି ପ୍ରବେଶ କରିଥାଏ।
୬. ରାତିରେ ଶୋଇବା ସମୟରେ ଦର୍ପଣରେ ଛାଇ ଦେଖାଯିବା ଅଶୁଭ। ଏହାଦ୍ୱାରା ଗୃହସ୍ୱାମୀଙ୍କ ଦେହ ଅସୁସ୍ଥ ରହିଥାଏ।
Shakespeare, in the beautiful garden, among the party. Some of the hall: in fact she was ever to.
ବାସ୍ତୁଶାସ୍ତ୍ର ଅନୁସାରେ ତାୱା ଓ କଡେଇ ରାହୁଙ୍କ ପ୍ରତୀକ ଅଟେ । ତେଣୁ ଆମେ ରୋଷେଇ ଘର ସାମଗ୍ରୀ ଉପରେ ଧ୍ୟାନ ଦେବା ଆବଶ୍ୟକ ଅଟେ ।
ଆପଣଙ୍କ ରୋଜଗାରର ମାଧ୍ୟମ ହେଉଛି ଆପଣଙ୍କ ଦୋକାନ । ଏଥିନିମନ୍ତେ ଆପଣ ନିଜର ସବୁ ପୁଞ୍ଜି ଖଟାଇଥିଲେ ବି ହୋଇପାରୁନି ଭଲ ରୋଜଗାର। ପାଖରେ ଥିବା ଅନ୍ୟ ଦୋକାନରେ ଗହଳି ହେଉଥିବା ବେଳେ ଆପଣଙ୍କ ଦୋକାନରୁ ମୁହଁ ଫେରାଇ ନେଉଛନ୍ତି କି ଗ୍ରାହକ ।
ହିନ୍ଦୁ ଧର୍ମରେ ସପ୍ତାହର ସାତ ଦିନ କୌଣସି ନା କୌଣସି ଗ୍ରହ କିମ୍ବା ଠାକୁରଙ୍କ ସହ ଯୋଡ଼ି ହୋଇ ରହିଛି । ତେଣୁ ବାର ସହ ଯେଉଁ ଠାକୁରଙ୍କ ସମ୍ପର୍କ ଥାଏ, ସେଦିନ ସେହି ଠାକୁରଙ୍କ ପ୍ରିୟ ଜିନିଷ କିଣିଲେ ଶୁଭ ହୁଏ ବୋଲି ହିନ୍ଦୁମାନେ ସାଧାରଣତଃ ବିଶ୍ୱାସ କରିଥାନ୍ତି।