ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ବଲିଉଡ ଅଭିନେତ୍ରୀ କିଆରା ଓ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁହିଁଙ୍କ ବିବାହ ଫେବ୍ରୁଆରି ୬ ତାରିଖରେ ହେବ। କିଆରା ଓ ସିଦ୍ଧାର୍ଥଙ୍କ ରାଜକୀୟ ଶୈଳୀରେ ବିବାହ ହେବ।
ବଲିଉଡ ଅଭିନେତ୍ରୀ କିଆରା ଓ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁହିଁଙ୍କ ବିବାହ ଫେବ୍ରୁଆରି ୬ ତାରିଖରେ ହେବ। କିଆରା ଓ ସିଦ୍ଧାର୍ଥଙ୍କ ରାଜକୀୟ ଶୈଳୀରେ ବିବାହ ହେବ। ସେଥିପାଇଁ ଦୁହେଁ ଜୋରଦାର ପ୍ରସ୍ତୁତି କରୁଛନ୍ତି। ଜୈସଲମରର ପଞ୍ଚତାରକା ହୋଟେଲ ସୂର୍ଯ୍ୟଗଡ଼ ଦୁର୍ଗରେ କିଆରା ଓ ସିଦ୍ଧାର୍ଥଙ୍କ ବିବାହ ହେବ ବୋଲି କୁହାଯାଉଛି।
କିଆରା ଓ ସିଦ୍ଧାର୍ଥଙ୍କ ବିବାହରେ ବଲିଉଡର ଜଣାଶୁଣା ଅଭିନେତା ଓ ଅଭିନେତ୍ରୀଙ୍କ ସହିତ ଅନେକ ବିଶେଷ ଅତିଥି ଓ ଉଭୟଙ୍କ ବନ୍ଧୁବାନ୍ଧବ ଉପସ୍ଥିତ ରହିବେ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ବି କରାଯାଉଛି। ବିବାହ ଶେଷ ହେବା ପରେ ଦୁହିଁଙ୍କର ଦୁଇ ଥର ରିସେପସନ ହେବାର ଯୋଜନା ଚାଲିଛି ବୋଲି ଖବର ମିଳିଛି।ତେବେ କିଆରା ଓ ସିଦ୍ଧାର୍ଥଙ୍କ ବିବାହରେ ଅଭିନେତ୍ରୀଙ୍କ କୋ-ଷ୍ଟାର ରାମ ଚରଣ ତାଙ୍କ ସ୍ତ୍ରୀଙ୍କ ସହିତ ସାମିଲ ହେବେ ବୋଲି ଖବର ମିଳିଛି। ରାମ ଚରଣଙ୍କ ବ୍ୟତୀତ ଏହି ବିବାହ ଉତ୍ସବରେ ସାହିଦ କପୁର ଓ ମୀରା ରାଜପୁତଙ୍କ ସମେତ କରଣ ଜୋହର, ଅଶ୍ବିନୀ ୟାର୍ଡି, ବରୁଣ ଧାୱନ, ନତାଶା ଦଲାଲଙ୍କୁ କିଆରା ଓ ସିଦ୍ଧାର୍ଥଙ୍କ ବିବାହରେ ନିମନ୍ତ୍ରଣ କରାଯାଇଛି।
କିଆରା ଓ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ବିବାହ ପାଇଁ ସ୍ଥିର ହୋଇଥିବା ସ୍ଥାନ ସୂର୍ଯ୍ୟଗଡ଼ ଦୁର୍ଗରେ ସମୁଦାୟ ୮୩ଟି କୋଠରୀ ରହିଥିବା ବେଳେ ଭଡ଼ା କିନ୍ତୁ ଭିନ୍ନ ଭିନ୍ନ ରହିଛି। ଏଠାକାର ଭଡ଼ା ଦିନକୁ ୧୨ହଜାରରୁ ଆରମ୍ଭ ହୋଇ ଲକ୍ଷଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଛି। ଏହି ଦୁର୍ଗକୁ ଦୁହେଁ ବିବାହ ପାଇଁ ୫ଦିନ ପର୍ଯ୍ୟନ୍ତ ବୁକ କରିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।