HOROSCOPES

ଜାଣନ୍ତୁ କେମିତି କଟିବ ଆଜିର ଦିନ

-ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ –

  • ମେଷ- ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଭଦ୍ରକାଳୀ।
  • ବୃଷ- ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ
  • ମିଥୁନ- ଆପଣଙ୍କ ଆଶା ଏବଂ ବୁଝିପାରିବାର ଶକ୍ତି ଆପଣଙ୍କ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ।
  • କର୍କଟ- ଲକ୍ଷ୍ୟ ହାସଲ ପାଇଁ ଅଗ୍ରସର ହେବେ। ଆର୍ଥିକ ଲାଭ ମିଳିବା ହେତୁ ମନ ଖୁସି ରହିବ। ରାଜନେତା ଆପଣଙ୍କୁ ବଡ଼ କାର୍ଯ୍ୟ ଅର୍ପଣ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ କୀଚକେଶ୍ୱରୀ।
  • ସିଂହ- ଆପଣଙ୍କର ଆତ୍ମବିଶ୍ୱାସ ବଜାୟ ରହିବ। ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ। ଚାକିରି ଅନେ୍ଵଷଣରେ ଥିବା ବ୍ୟକ୍ତିମାନେ ଶୁଭ ଖବର ପାଇବେ। ପରିବାରରେ ଏକତା ଓ ପ୍ରେମ ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।
  • କନ୍ୟା- ଆପଣଙ୍କ ମନୋଭାବ ହାସ୍ୟରସିକ ରହିବ। ପିଲାମାନଙ୍କ ସହିତ ଅଧିକ ସମୟ ବ୍ୟୟ କରିବେ। ସହକର୍ମୀଙ୍କ ସହଯୋଗରେ ଅଧୁରା କାମ ପୂରା ହୋଇପାରେ। ଛାତ୍ରଙ୍କ ମନ ଲେଖାପଢ଼ାରେ ଲାଗି ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଶାରଳା।
  • ତୁଳା- ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ। କାର୍ଯ୍ୟକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ବାହନ କିଣିବା ପାଇଁ ମନ ବଳିବ। ରାଜନୀତିରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ୱର।
  • ବିଛା-ପୁରୁଣା କଥା ଭୁଲି ନୂଆ କାମର ଶୁଭାରମ୍ଭ କରିବେ। କୌଣସି ଖବର ପାଇ ମନୋବଳ କୁଣ୍ଢେମୋଟ ହେବ। ବନ୍ଧୁବର୍ଗଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଛାତ୍ରମାନେ ସାକ୍ଷାତକାରରେ ସଫଳତା ହାସଲ କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ସୁରେଶ୍ୱରୀ।
  • ଧନୁ- ଆଜି ଯୁକ୍ତି କିମ୍ବା କଳି ହେବାର ସମ୍ଭାବନା ଅଛି । ଏଥିପାଇଁ ଆପଣ କୌଣସି ଯୁକ୍ତି କିମ୍ବା କଳିରେ ନପଡ଼ିବା ପାଇଁ ଚ଼େଷ୍ଟା କରନ୍ତୁ । ଯଦି ଆପଣଙ୍କୁ ଲାଗେ କି ପରିସ୍ଥିତି ବିଗୁଡ଼ୁଛି ତେବେ ଆପଣ ନିଜକୁ ତା` ଠାରୁ ଦୂରରେ ରଖନ୍ତୁ ।ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ହର ପାର୍ବତୀ
  • ମକର- ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।ଶୁଭରଙ୍ଗ: ମେରୁନ। ଆରାଧନା: ଶ୍ରୀ ଗଣେଶ
  • କୁମ୍ଭ- ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ବିବାହ ସମାରୋହ କାରଣରୁ ହେବ ।ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ।
  • ମୀନ- ଘରେ କିଛି ସମୟରୁ ଚାଲୁଥିବା ସମସ୍ୟା ଗୁଡିକ ସମାପ୍ତ ହୋଇଯିବ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ ।ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ବୁଢ଼ୀଠାକୁରାଣୀ।

ପଢନ୍ତୁ ;

ଖଣି ଜରିମାନାକୁ ନେଇ ରାଜ୍ୟ ସରକାର ଲିଜଧାରୀମାନଙ୍କୁ ଶୁଣାଇଲେ କଠୋର ବାଣୀ

Related posts

ଜାଣନ୍ତୁ ଆଜିର ଦିନଟି କେମିତି କଟିବ

Ratnamani Moharana

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ଜାଣନ୍ତୁ ଆଜିର ଦିନଟି କେମିତି କଟିବ

Ratnamani Moharana

1 comment

Leave a Comment