ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଏଥର କାର୍ତ୍ତିକ ପୂର୍ଣ୍ଣିମାରେ ପଡ଼ୁଛି। ଜ୍ୟୋତିର୍ବିଦମାନେ ଏହାକୁ ରାହୁଗ୍ରସ୍ତ ଚନ୍ଦ୍ର ଗ୍ରହଣ ବୋଲି କହୁ ଥିବା ବେଳେ କାଲି ଡଙ୍ଗାଭସା ପୂର୍ଣ୍ଣିମା ପଡ଼ୁଥିବାରୁ ନୀତି ନିର୍ଘଣ୍ଟ ହୋଇଛି।
ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଏଥର କାର୍ତ୍ତିକ ପୂର୍ଣ୍ଣିମାରେ ପଡ଼ୁଛି। ଜ୍ୟୋତିର୍ବିଦମାନେ ଏହାକୁ ରାହୁଗ୍ରସ୍ତ ଚନ୍ଦ୍ର ଗ୍ରହଣ ବୋଲି କହୁ ଥିବା ବେଳେ କାଲି ଡଙ୍ଗାଭସା ପୂର୍ଣ୍ଣିମା ପଡ଼ୁଥିବାରୁ ନୀତି ନିର୍ଘଣ୍ଟ ହୋଇଛି। ଏହି ଦିନ ଡଙ୍ଗା ଭସାଇବା ପାଇଁ ରାତି ୨ଟାରୁ ଭୋର ୫ଟା ୩୮ ମିନିଟ୍ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ହୋଇଛି। ଅପରାହ୍ନ ୨ଟା ୩୮ ମିନିଟ୍ରେ ଗ୍ରହଣ ସ୍ପର୍ଶ ହେବ। ସନ୍ଧ୍ୟା ୫ଟା ୧୧ରୁ ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହୋଇ ୬ଟା ୧୮ ମିନଟରେ ଗ୍ରହଣ ସର୍ବମୋକ୍ଷ ହେବ। ସମୁଦାୟ ୧ ଘଣ୍ଟା ୧୨ ମିନଟ୍ ୪୮ ସେକେଣ୍ଡ ସମୟ ଧରି ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହେବ। ଚନ୍ଦ୍ର ଗ୍ରହଣ ଦିନ ସକାଳ ୮ଟା ୨୯ରୁ ସନ୍ଧ୍ୟା ୬ଟା ୧୯ ପର୍ଯ୍ୟନ୍ତ ପାକତ୍ୟାଗ ରହିବ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।