• Home
  • ASTRO
  • VASTU
  • କେମିତି କଟିବ ଆଜିର ଦିନ ,ଆସନ୍ତୁ ଜାଣିବା
VASTU

କେମିତି କଟିବ ଆଜିର ଦିନ ,ଆସନ୍ତୁ ଜାଣିବା

ମେଷ-  ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ପରିଶ୍ରମର ମୂଲ୍ୟ ମିଳିବ।

ବୃଷ-  ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି ।ପରଧନ ଅପହରଣ କଲେ ସମ୍ମାନ ହାନି ଘଟିବ । ଅର୍ଥ ପ୍ରାପ୍ତ ହୋଇପାରନ୍ତି । ମହିଳାଙ୍କ ପରାମର୍ଶ ଉପାଦେୟ ହେବ ।

ମିଥୁନ-  ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି। ସହାୟତା ପାଇବା ପାଇଁ ଉଦ୍ୟମ ଜାରି ରଖିବେ । ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ଧନାଗମ ହୋଇପାରେ । ସନ୍ତାନ ଲାଭର ସୂଚନା ମିଳୁଛି । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ ।

କର୍କଟ-  ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ । ପ୍ରଜ୍ଞାନୁରକ୍ତ ହୋଇପାରନ୍ତି । ସୁଖଭୋଗ କରିବେ । ଦିନଟି ଶୁଭଙ୍କର ହେବ । କଳା ବିଦ୍ୟାରେ ନିପୁଣ ହୋଇପାରନ୍ତି । ନିଜ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ ।

ସିଂହ-  ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ସୁଶୀଲ ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ ।ଲୋଭଗ୍ରସ୍ତ ହୋଇ ଅସୁବିଧାରେ ପଡ଼ି ପାରନ୍ତି । ପ୍ରୀତିଲାଭ କରିବେ । ନାନାବିଧ ସୁଖର ଅଧିକାରୀ ହୋଇପାରନ୍ତି ।  ବିଦ୍ୟା ରୂପକ ମହାଧନ ଅର୍ଜନ କରି, ନୀତି ବିଚକ୍ଷଣ ହେବେ ।

କନ୍ୟା-  ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।

ତୁଳା-  ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।ପୁଣ୍ୟଦେହୀ ସୁବର୍ଣ୍ଣାଦିଯୁକ୍ତ ଓ ରାଜବଂଶ ପୂଜିତ ହେବେ।

ବିଛା-  ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚ଼ାହୁଁଛନ୍ତି, କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ ।ଧନ ଓ ଯାନବାହନଯୁକ୍ତ ହେବାର ସୂଚନା ମିଳୁଛି । ସୁବର୍ଣ୍ଣ ସମ୍ପଦର ଅଧିକାର ଓ ଅନୁଚରଯୁକ୍ତ ହେବେ ।

ଧନୁ-  ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।

ମକର-  ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ ।  ସାଧାରଣ କ୍ଷେତ୍ରରେ ସୌଜନ୍ୟତା ପ୍ରକାଶ କରି ପ୍ରଶଂସିତ ହେବେ । ଉତ୍ତମ ଭୋଜନ ମିଳିବ ।

କୁମ୍ଭ-  ଆଜି ଆପଣଙ୍କ ଧ୍ୟାନ କେବଳ ମଉଜ ମସ୍ତି ଆଡ଼କୁ ହିଁ ରହିବ । ଆଜି ଆପଣ ସବୁ କିଛି ଭୁଲିଯାଇ ଖୁବ୍ ନାଚ଼ନ୍ତୁ ,ନଚ଼େତ୍ କୌଣସି ସମାରୋହ କରନ୍ତୁ । ସେଠାକୁ ସଭିଙ୍କୁ ନିମନ୍ତ୍ରଣ କରନ୍ତୁ । ଆଜି ଆପଣ ଯାହା କିଛି କରୁଛନ୍ତି ପୂର୍ଣ୍ଣ ମନରେ କରନ୍ତୁ ।

ମୀନ-  ଆଜି ଆପଣ କୌଣସି ତୀର୍ଥଯାତ୍ରାକୁ ଯିବା ପାଇଁ ଭାବିବେ । ଆପଣଙ୍କ ଆତ୍ମା ଆଧ୍ୟାତ୍ମ ପ୍ରତି ଆକର୍ଷିତ ରହିବ , ଆଜି ଆପଣଙ୍କର ଜୀବନରେ ଧର୍ମର ମହତ୍ତ୍ୱକୁ ମଧ୍ୟ ଜାଣିବାକୁ ଚାହିଁବେ । ଏହି ରାସ୍ତାରେ ଚାଲିଲେ ଆପଣଙ୍କୁ ସୁଖ ମିଳିବ ।

କେମିତି କଟିବ ଆଜିର ଦିନ ,ଆସନ୍ତୁ ଜାଣିବା h zodiac sign

ପଢନ୍ତୁ ;

ଘରେଇ ଉପଚାରରେ କିଡନୀ ଷ୍ଟୋନ ଦୂର କରିବାକୁ ଚହ୍ନୁଛନ୍ତି କି ? ଆସନ୍ତୁ ଜାଣିବା କଣ ଖାଇଲେ ଏହି ରୋଗ ଦୂର ହୋଇଥାଏ

Related posts

ଗୀତାରେ ବର୍ଣ୍ଣନାନୁଯାୟୀ ଭକ୍ତ କିପରି ହେବା ଦରକାର ! ଜାଣନ୍ତୁ ସେ ସମ୍ପର୍କରେ

Krishna Kumar Manoj

ଘରେ ଏହି ଛୋଟଛୋଟ ଜିନିଷ ପ୍ରତି ଧ୍ୟାନ ଦିଅନ୍ତୁ , ନଚେତ ହୋଇପାରେ ବଡ ସମସ୍ୟା

Krishna Kumar Manoj

ବାସ୍ତୁଶାସ୍ତ୍ର ଅନୁସାରେରେ ସନ୍ଧ୍ୟା ସମୟରେ କରନ୍ତୁ ନାହିଁ ଏହି କାମ

Krishna Kumar Manoj

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More