ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ସାରା ରାଜ୍ୟରେ ଏବେ ଅସହ୍ୟ ଥଣ୍ଡା । ଗତ କିଛି ଦିନ ହେବ ଏମିତି ଜାଡ଼ ହେଉଛି ଯେ ସକାଳେ ଓ ସନ୍ଧ୍ୟାରେ ଘରୁ ବାହାରିବା ମୁସ୍କିଲ୍ । ଆସନ୍ତା ୩ ଦିନରେ ପାରଦ ଆହୁରି ୩ ଡିଗ୍ରୀ ଖସିପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି ।
ସାରା ରାଜ୍ୟରେ ଏବେ ଅସହ୍ୟ ଥଣ୍ଡା । ଗତ କିଛି ଦିନ ହେବ ଏମିତି ଜାଡ଼ ହେଉଛି ଯେ ସକାଳେ ଓ ସନ୍ଧ୍ୟାରେ ଘରୁ ବାହାରିବା ମୁସ୍କିଲ୍ । ଆସନ୍ତା ୩ ଦିନରେ ପାରଦ ଆହୁରି ୩ ଡିଗ୍ରୀ ଖସିପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି । କୋରାପୁଟ ଜିଲ୍ଲାରେ ଗତ ୧୦ ଦିନ ହେଲାଣି ସକାଳ ୯ଟା ଯାଏଁ ଅସ୍ତବ୍ୟସ୍ତ କରିଦେଉଛି ଜୀବନ । ସକାଳ ୯ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ଦେଖାଯାଉଛି । ଫଳରେ ଲୋକେ ନିଆଁ ପୋଇଁ ଶୀତୁଆ ସକାଳର ମଜା ନେଉଛନ୍ତି । କୋରାପୁଟ୍, ଫୁଲବାଣୀ ଆଦି ଜିଲ୍ଲାରେ ପର୍ଯ୍ୟଟକଙ୍କ ଭିଡ଼ ଲାଗୁଛି । ସେପଟେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା । ଆଜି ସୁଦ୍ଧା ଅବପାତ, ୮ରେ ବାତ୍ୟା ରୂପ ନେବ । ଏନେଇ ଗତକାଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର- IMD । ବିଭାଗର ସୂଚନା ଅନୁସାରେ, ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଜି ସଂଧ୍ୟା ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।