ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ମାଟିରେ ମିଶିଯିବ ବୀଣାଜିଣା କଣ୍ଠ । ଲୋକପ୍ରିୟ ଅଭିନେତ୍ରୀ ଝରଣା ଦାସଙ୍କର ହେବ ଶେଷକୃତ୍ୟ । ଅପରାହ୍ମରେ କଟକର ଗୋରାକବର ଶ୍ମଶାନରେ ହେବ ଅନ୍ତିମ ସଂସ୍କାର ।
ଆଜି ମାଟିରେ ମିଶିଯିବ ବୀଣାଜିଣା କଣ୍ଠ । ଲୋକପ୍ରିୟ ଅଭିନେତ୍ରୀ ଝରଣା ଦାସଙ୍କର ହେବ ଶେଷକୃତ୍ୟ । ଅପରାହ୍ମରେ କଟକର ଗୋରାକବର ଶ୍ମଶାନରେ ହେବ ଅନ୍ତିମ ସଂସ୍କାର । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଝରଣାଙ୍କୁ ଶେଷ ବିଦାୟ ପ୍ରଦାନ କରାଯିବ । ଗତକାଲି ୮୨ ବର୍ଷ ବୟସରେ କଟକ ବାସଭବନରେ ତାଙ୍କର ପରଲୋକ ହୋଇଥିଲା । ପିଲାଦିନରୁ ନାଚଗୀତ ଓ ଅଭିନୟ ପ୍ରତି ଝରଣା ଦାସଙ୍କର ରୁଚିଥିଲା ।
୧୯୬୪ରେ କଥାଚିତ୍ର ଅମଡ଼ା ବାଟ ମାଧ୍ୟମରେ ଓଡ଼ିଆ କଥାଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ଚଳଚ୍ଚିତ୍ର ସହିତ ସେ ମଞ୍ଚ, ଆକାଶବାଣୀ ଓ ଦୂରଦର୍ଶନ ସହିତ ମଧ୍ୟ ଜଡ଼ିତ ଥିଲେ । ଝରଣା ଦାସ ଅଦିନ ମେଘ ଚଳଚ୍ଚିତ୍ରରେ ଅଭିନୟ କରି ଶ୍ରେଷ୍ଠ ନାୟିକା ଓ ସମୟ ବଡ଼ ବଳବାନ ଫିଲ୍ମ ପାଇଁ ଶ୍ରେଷ୍ଠ ସହ-ଅଭିନେତ୍ରୀ ଭାବେ ରାଜ୍ୟ ସରକାରଙ୍କ ଠାରୁ ପୁରସ୍କୃତ ହୋଇଥିଲେ । ୧୯୯୭ରେ ତାଙ୍କୁ ଜୟଦେବ ପୁରସ୍କାର ମିଳିଥିଲା । ସେ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ, ଓଡ଼ିଶା ଲିଭିଙ୍ଗ ଲିଜେଣ୍ଡ ଆୱାର୍ଡ, ଓଡ଼ିଶା ସୋସାଇଟି ଅଫ ଆମେରିକା ସମ୍ମାନ ଆଦି ମଧ୍ୟ ଲାଭ କରିଥିଲେ । ୪୦ରୁ ଅଧିକ ଚଳଚ୍ଚିତ୍ରରେ ସେ ଛାଡ଼ିଯାଇଛନ୍ତି ଅଭିନୟର ଛାପ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।