Loading...

ଝାରସୁଗୁଡ଼ା ଉପନିର୍ବାଚନର ନାମାଙ୍କନ ଦାଖଲର ଆଜି ଶେଷ ଦିନ

ଝାରସୁଗୁଡ଼ା ଉପନିର୍ବାଚନର ନାମାଙ୍କନ ଦାଖଲର ଆଜି ଶେଷ ଦିନ

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ୨୦ ତାରିଖ ହେଉଛି ନାମାଙ୍କନ ଦାଖଲର ଶେଷ ଦିନ।ଶୁକ୍ରବାର ନାମାଙ୍କନ ପତ୍ରଗୁଡ଼ିକର ଯାଞ୍ଚ ହେବ ଓ ୨୪ ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ୨୦ ତାରିଖ ହେଉଛି ନାମାଙ୍କନ ଦାଖଲର ଶେଷ ଦିନ।ଶୁକ୍ରବାର ନାମାଙ୍କନ ପତ୍ରଗୁଡ଼ିକର ଯାଞ୍ଚ ହେବ ଓ ୨୪ ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। 

 

ସୂଚନାନୁସାରେ, ବୁଧବାର ସନ୍ଧ୍ୟା ସୁଦ୍ଧା ଉପନିର୍ବାଚନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସକୁ ମିଶାଇ ମୋଟ ୮ ଜଣ ପ୍ରାର୍ଥୀ ୧୪ ସେଟ୍‌ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଗୁରୁବାର ଆଉ ୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିପାରନ୍ତି ବୋଲି ସୂଚନା ମିଳିଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.