ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ କୋଭିଡ୍-୧୯ଜନିତ ନିମୋନିଆରେ ଆକ୍ରାନ୍ତ ହୋଇଥିବା ୯୨ ବର୍ଷୀୟ ଲତା ମଙ୍ଗେସ୍କର୍ଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତ କରାଯାଇଥିଲା।
ଉଭୟ କୋଭିଡ୍ ଏବଂ ନିମୋନିଆରେ ଆକ୍ରାନ୍ତ ହୋଇଥିବାରୁ ଗାୟିକା ଲତା ମଙ୍ଗେସ୍କର୍ ଆଉ କିଛି ଦିନ ‘ଆଇସିୟୁ’ ୱାର୍ଡରେ ରହିବେ ବୋଲି ଡାକ୍ତର କହିଛନ୍ତି। ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍ରେ ଲତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ପ୍ରତୀତ ସମଧାନୀ କହିଛନ୍ତି, ଗାୟିକା ଲତା ମଙ୍ଗେସ୍କର୍ ‘ଆଇସିୟୁ’ ୱାର୍ଡରେ ରହିବେ। ତାଙ୍କୁ ୧୦-୧୨ ଦିନ ନିରୀକ୍ଷଣରେ ରଖାଯିବ। କୋଭିଡ୍ ସହ ସେ ମଧ୍ୟ ନିମୋନିଆରେ ଆକ୍ରାନ୍ତ ହୋଇଛନ୍ତି।
ଏଠାରେ ସୂଚନାଯୋଗ୍ୟ, ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ କୋଭିଡ୍-୧୯ଜନିତ ନିମୋନିଆରେ ଆକ୍ରାନ୍ତ ହୋଇଥିବା ୯୨ ବର୍ଷୀୟ ଲତା ମଙ୍ଗେସ୍କର୍ଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତ କରାଯାଇଥିଲା। ଛାତିରେ ଭୂତାଣୁଜନିତ ଅବରୋଧରେ ଆକ୍ରାନ୍ତ ହୋଇଥିବା ଲତାଙ୍କୁ ସତର୍କତାମୂଳକ ପଦକ୍ଷେପ ଭାବେ ଗତକାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।