ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଅଫେରା ରାଇଜରେ କମଳ ଦେଶର ରାଜକୁମାର ତଥା ଓଡ଼ିଆ ସଂଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଓ ଗୀତିକାର ପ୍ରଫୁଲ୍ଲ କର ।
ଅଫେରା ରାଇଜରେ କମଳ ଦେଶର ରାଜକୁମାର ତଥା ଓଡ଼ିଆ ସଂଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଓ ଗୀତିକାର ପ୍ରଫୁଲ୍ଲ କର । ସବୁଦିନ ପାଇଁ ନୀରବି ଯାଇଛନ୍ତି କମଳ ଦେଶର ରାଜକୁମାର । 83 ବର୍ଷ ବୟସରେ ଆଖି ବୁଜିଛନ୍ତି ସଙ୍ଗୀତ ଯାଦୁକର ପ୍ରଫୁଲ୍ଲ । ରବିବାର ରାତି ୯.୩୦ରେ ପ୍ରଫୁଲ କରଙ୍କ ଦେହାନ୍ତ ହୋଇଛି । ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ ମହାଦୀପ କର । ଭୁବନେଶ୍ବର ସତ୍ୟନଗର ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ତାଙ୍କ ବିୟୋଗରେ ସ୍ତବ୍ଧ ହୋଇଯାଇଛି କଳାଜଗତ । ବିଶିଷ୍ଟ କଣ୍ଠଶିଳ୍ପୀ, ସଙ୍ଗୀତ ନିର୍ଦ୍ଦେଶକ, ଅଭିନେତା, ରାଜନେତା ପ୍ରଫୁଲ୍ଲଙ୍କ ବାସଭାବନକୁ ଯାଇ ଶେଷଦର୍ଶନ କରିଛନ୍ତି । ଆଜି ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ ହେବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।