ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ

-ଜାଣନ୍ତୁ ଆଜିର ରାଶିଫଳ ସମ୍ପର୍କରେ-

ମେଷ:ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ମିଶିବାର ସୁଯୋଗ ରହିଛି। ପରିବାରରେ ଧାର୍ମିକ ଶୁଭକାର୍ଯ୍ୟ ହୋଇପାରେ।ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ।

ବୃଷ:ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ।  ଅଚାନକ ଧନଲାଭ ହେବ। ପ୍ରେମ ଓ ରୋମାନ୍‌ସ ପାଇଁ ଦିନଟି ଭଲ।

ମିଥୁନ: ଆପଣଙ୍କ କାମକୁ କେହି ବିରୋଧ କରିବେ। ଚୁପଚାପ ରହି ନିଜର କାମ କରନ୍ତୁ, ବିଳମ୍ବ ହେଲେ ବି ସବୁ ଠିକ୍‌ ହୋଇଯିବ।କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ।

କର୍କଟ: ପରିଜନ ଓ ବନ୍ଧୁଙ୍କ ସହଯୋଗ ପାଇବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ।କାରବାରକୁ ନେଇ ମନରେ ନୂଆ ବିଚାର ଆସିବ। ରୁଷ୍ଟଥିବା ବନ୍ଧୁଙ୍କୁ ମନାଇବାରେ ସଫଳ ହେବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ।

ସିଂହ: ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ।  ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କାର୍ଯ୍ୟରେ ଆପଣଙ୍କ ଆତ୍ମବିଶ୍ୱାସର ଝଲକ ଦେଖାଦେବ। ଅଚାନକ ଧନଲାଭ ହେବ। ବିଦ୍ୟାର୍ଥୀଙ୍କ ଲାଗି ସମୟ ଅନୁକୂଳ।ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ।

କନ୍ୟା: ଆପଣଙ୍କ ଯୋଜନାନୁଯାୟୀ ଇଛା କରୁଥିବା ସ୍ଥାନ ଭ୍ରମଣ କରିବାକୁ ଯିବେ। ଏ ଯାତ୍ରା ବହୁତ ଉପଭୋଗ୍ୟ ହେବ । ଭିନ୍ନ ଭିନ୍ନ କ୍ଷେତ୍ରରେ ସଫଳତା ପାଇବା ପାଇଁ ଏବଂ ଶିଘ୍ର ଫଳ ପାଇଁ ଏହି ଶୁଭ ସମୟ ଉପଯୋଗ କରନ୍ତୁ ।କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ।

ତୁଳା: ସମୟର ସଦୁପଯୋଗ କରନ୍ତୁ। ଲକ୍ଷ୍ୟ ପ୍ରତି ଗମ୍ଭୀରତା ସହିତ ପ୍ରୟାସ କରନ୍ତୁ ସଫଳ ହେବେ। ବ୍ୟବସାୟରୁ ଫାଇଦା ପାଇଁ କୌଣସି ବ୍ୟକ୍ତି ମିଳିବେ।ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।

ବିଛା: କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।କର୍ମ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପରିବାରର ଲୋକଙ୍କ ସହିତ ଉତ୍ତମ ବୁଝାମଣା ରହିବ।

ଧନୁ: ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ମନବିକାର ଓ ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ।ଆପଣ ନିଜ ଭାଷା ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରିରେ କିଛି ପରିବର୍ତ୍ତନ ହେବ କିମ୍ବା ବଦଳିର ପୂର୍ବାଭାସ ପାଇବେ।

ମକର: ପ୍ରଭୁଙ୍କ ଧ୍ୟାନରେ ମନକୁ ଶାନ୍ତି ମିଳିବ। ପରିବାରର ବଡ଼ଙ୍କ ଠାରୁ ସହାୟତା ପାଇ ଖୁସି ରହିବେ। କାରବାରରେ ଲାଗି ରହିଥିବା ସମସ୍ୟା ଦୂର ହେବ।ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।

କୁମ୍ଭ:ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ମହିଳାଙ୍କୁ କୌଣସି ଜିନିଷ କିଣିବାରେ ଫାଇଦା ହେବ।ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ।

ମୀନ: ବନ୍ଧୁଙ୍କ ଠାରୁ ସୁସମ୍ବାଦ ପାଇ ଖୁସି ହେବେ। ରାଜନୀତିରେ ସୀମା ବଢ଼ାଇବେ।ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରିହେବ।

ପଢନ୍ତୁ;

ଓଡିଶା ଆସିଛନ୍ତି ନେପାଳର ରାଜା : ଶ୍ରୀକ୍ଷେତ୍ର ଯାଇ ୧୧ରେ କରିବେ ଶ୍ରୀଜିଉମାନଙ୍କୁ ପୂଜା

ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି - 4.6

91%

ପରିଜନ ଓ ବନ୍ଧୁଙ୍କ ସହଯୋଗ ପାଇବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ - 3.9

78%
4.2/5

Very Good!

ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ

ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ମିଶିବାର ସୁଯୋଗ ରହିଛି। ପରିବାରରେ ଧାର୍ମିକ ଶୁଭକାର୍ଯ୍ୟ ହୋଇପାରେ।ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ।

No Votes Yet

You're not rated yet