Loading...

ଘଡ଼ଘଡ଼ି ସହ ବର୍ଷା ପାଇଁ ରାଜ୍ୟର ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି

ଘଡ଼ଘଡ଼ି ସହ ବର୍ଷା ପାଇଁ ରାଜ୍ୟର ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି

ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ମଧ୍ୟ ହୋଇପାରେ ।

ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ମଧ୍ୟ ହୋଇପାରେ । 

 

ସୂଚନା ନୁସାରେ, ଉତ୍ତର ଓଡ଼ିଶାର କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ବୌଦ୍ଧ, ନୂଆପଡ଼ାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଏଥିପାଇଁ କେତେକ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଯାହା କାରଣରୁ ଲୋକେ କିଛି ମାତ୍ରାରେ ଗ୍ରୀଷ୍ଣ ତାତିରୁ ରକ୍ଷା ପାଇବେ ବୋଲି ଆଶା କରାଯାଉଛି ।


 


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.