Loading...

୧୭ରୁ ପଶ୍ଚିମା ଝଡ଼, ବର୍ଷା ସମ୍ଭାବନା

୧୭ରୁ ପଶ୍ଚିମା ଝଡ଼, ବର୍ଷା ସମ୍ଭାବନା

୧୭ ତାରିଖ ଆଡ଼କୁ ରାଜ୍ୟରେ ପଶ୍ଚିମା ଝଡ଼ ସକ୍ରିୟ ହେବ। ଫଳରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

୧୭ ତାରିଖ ଆଡ଼କୁ ରାଜ୍ୟରେ ପଶ୍ଚିମା ଝଡ଼ ସକ୍ରିୟ ହେବ। ଫଳରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏହାଦ୍ବାରା ରାଜ୍ୟର ତାପମାତ୍ରା ବଢ଼ିବ ଓ ଶୀତ କମିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଉଷ୍ଣ ଜଳୀୟ ବାଷ୍ପପୂର୍ଣ୍ଣ ସାମୁଦ୍ରିକ ବ‌ାୟୁ ପ୍ରଭାବରେ ଗତରାତିରୁ ରାଜ୍ୟର ତାପମାତ୍ରା ସାମାନ୍ୟ ବଢ଼ିବା ସହ ଶୀତ କମିଛି। ଅନ୍ୟପଟେ ଗୁରୁଚାପ ପ୍ରଭାବ ହେତୁ ରାଜ୍ୟର ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା। 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.