Loading...

କାଲିଠୁ ଓଡିଶାରେ ବର୍ଷା ସମ୍ଭାବନା

କାଲିଠୁ ଓଡିଶାରେ ବର୍ଷା ସମ୍ଭାବନା

ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଏଥିସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ପଡ଼ିବ। ୨୨ ତାରିଖରେ ଉତ୍ତର ଓଡ଼ିଶା ସମେତ ବରଗଡ଼, ଝାରସୁଗୁଡ଼ା, ୨୩ରେ କେନ୍ଦ୍ରାପଡ଼ାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.