Loading...

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି ।

ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ୨୨ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା । ପରବର୍ତ୍ତୀ ୩ ଦିନ ଯାଏ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ ।ଲଘୁଚାପ ପ୍ରଭାବରେ ଆସନ୍ତା ୨୩ ଓ ୨୪ ତାରିଖରେ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ୨୨ରେ ଉପକୂଳ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିଭଳି ୨୪ ତାରିଖରେ ମଧ୍ୟ ଉପକୂଳ ସମେତ ଅନ୍ୟ ଜିଲ୍ଲାରେ ବି ବର୍ଷା ସମ୍ଭାବନା ରହିଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.