ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହାନ ହେବେ ନୂଆ ଦେଶର CDS । କେନ୍ଦ୍ର ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । CDS ସହ ମିଲିଟାରୀ ଆଫେୟାର୍ସ ସଚିବ ଭାବେ ବି ସେ କାର୍ଯ୍ୟ କରିବେ ।
ଲେଫ୍ଟନାଣ୍ଟ ଜେନେରାଲ ଅନୀଲ ଚୌହାନ ହେବେ ନୂଆ ଦେଶର CDS । କେନ୍ଦ୍ର ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । CDS ସହ ମିଲିଟାରୀ ଆଫେୟାର୍ସ ସଚିବ ଭାବେ ବି ସେ କାର୍ଯ୍ୟ କରିବେ । ସେ ଆର୍ମି ଇଷ୍ଟର୍ଣ୍ଣ କମାଣ୍ଡର କମାଣ୍ଡିଂ ଇନ୍ ଚିଫ୍ ଥିଲେ । ଗତ ବର୍ଷ ଡିସେମ୍ବରରେ ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ସିଡିଏସ୍ ଜେନେରାଲ୍ ବିପିନ ରାୱତଙ୍କ ମୃତ୍ୟୁ ପରେ ସିଡିଏସ୍ ପଦ ଖାଲି ପଡ଼ିଥିଲା ।ସୂଚନାଯୋଗ୍ୟ ୨୦୨୧ , ୮ ଡିସେମ୍ବରରେ ହେଲିକପ୍ଟର କ୍ରାସ୍ ରେ ସିଡିଏସ୍ ବିପିନ ରାୱତଙ୍କ ମୃତ୍ୟୁ ହୋଇଥିଲା । ସିଡିଏସ୍ ବିପିନ ରାଓ୍ବତଙ୍କ ସହ ପତ୍ନୀ ମଧୁଲିକା ରାୱତଙ୍କର ବି ମୃତ୍ୟୁ ହୋଇଥିଲା । ଉଭୟଙ୍କ ସହ ମୋଟ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବାୟୁସେନା କହିଥିଲା । ତାମିଲନାଡୁ କୁନ୍ନୁରରେ ବାୟୁସେନା ହେଲିକପ୍ଟର କ୍ରାସ୍ ହୋଇଥିଲା ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।