ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ଉପଲକ୍ଷେ ନୀତି ନିର୍ଘଣ୍ଟ ବୈଠକ ମନ୍ଦିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଏଥର ରାତି ୧୦ଟାରେ ମହାଦୀପ ଉଠିବ।
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ଉପଲକ୍ଷେ ନୀତି ନିର୍ଘଣ୍ଟ ବୈଠକ ମନ୍ଦିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଏଥର ରାତି ୧୦ଟାରେ ମହାଦୀପ ଉଠିବ। ମହାଶିବରାତ୍ରି ପୂର୍ବ ରାତି ସାଢ଼େ ୨ଟାରୁ ମନ୍ଦିର ଦ୍ୱାର ଖୋଲିବ। ଭୋର୍ ୩ଟାରୁ ସାଢ଼େ ୩ଟା ମଧ୍ୟରେ ମଙ୍ଗଳ ଆଳତି ଓ ଅବକାଶ ନୀତି ସମ୍ପନ୍ନ ହେବ। ଏହାପରେ ଭୋର୍ ୪ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ସାହାଣମେଲାରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ୧୧ଟାରୁ ୧୨ଟା ପର୍ଯ୍ୟନ୍ତ ଛାମୁ ପରିଷ୍କାର, ୧୨ଟାରେ ମହାସ୍ନାନ ବେଶ, ୧୨ଟା ୪୫ରୁ ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା, ଶ୍ରୀଜିଉ ଓ ଠାକୁରାଣୀଙ୍କ ବଲ୍ଲଭ ଓ ଶ୍ରୀଜୀଉଙ୍କ ସକାଳ ଧୂପ ନୀତି ଅନୁଷ୍ଠିତ ହେବ। ସେହିପରି ସଂଧ୍ୟା ୭ଟା ୧୦ରୁ ଶ୍ରୀଜିଉଙ୍କ ସନ୍ଧ୍ୟା ଆଳତି ଓ ଟେରାଫିଟା ନୀତି ଅନୁଷ୍ଠିତ ହେବ। ୮ଟା ୫୫ରେ ସନ୍ଧ୍ୟା ଧୂପ ଓ ତୀର୍ଥଜଳ ଆନୟନ କରାଯାଇ ରାତି ୧୦ରେ ମହାଦୀପ ଉଠିବ। ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ ହେବ। ଏହା ପରେ ଚାରି ପ୍ରହର ପୂଜା କରାଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।