୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଏକ ବ୍ୟକ୍ତି ଏକ ପଦବୀ ନୀତିରୁ ପଲଟିଲା କଂଗ୍ରେସ । ରାଜ୍ୟସଭାରେ ବିରୋଧୀ ଦଳର ନେତା ରହିବେ ମଲ୍ଲିକାର୍ଜୁନ ଖଡଗେ । ରବିବାର କଂଗ୍ରେସ ନେତା ଜୟରାମ ରମେଶ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଖଡଗେ ଦଳର ସଭାପତି ସହିତ ରାଜ୍ୟସଭାରେ ବିରୋଧୀ ଦଳର ନେତା ମଧ୍ୟ ରହିବେ ।
ଏକ ବ୍ୟକ୍ତି ଏକ ପଦବୀ ନୀତିରୁ ପଲଟିଲା କଂଗ୍ରେସ । ରାଜ୍ୟସଭାରେ ବିରୋଧୀ ଦଳର ନେତା ରହିବେ ମଲ୍ଲିକାର୍ଜୁନ ଖଡଗେ । ରବିବାର କଂଗ୍ରେସ ନେତା ଜୟରାମ ରମେଶ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଖଡଗେ ଦଳର ସଭାପତି ସହିତ ରାଜ୍ୟସଭାରେ ବିରୋଧୀ ଦଳର ନେତା ମଧ୍ୟ ରହିବେ । ରବିବାର ଦଳର ଷ୍ଟିୟିରିଂ କମିଟି ବୈଠକ ବସିଥିଲା । ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡେଗ, ଅଶୋକ ଗେହଲଟ, ଭୂପେଶ ବାଘେଲଙ୍କ ସମେତ ଅନ୍ୟ କିଛି ବରିଷ୍ଠ ଅଧିକାରୀ ବୈଠକରେ ସାମିଲ ହୋଇଥିଲେ । ଏହି ବୈଠକରେ ଖଡଗେ ରାଜ୍ୟସଭାରେ ବିରୋଧୀ ଦଳର ନେତା ରହିବେ ବୋଲି ନିଷ୍ପତି ନିଆଯାଇଛି । ଯାହା ନିକଟରେ ରାଜସ୍ଥାନ ଉଦୟପୁରରେ କଂଗ୍ରେସ ନିଷ୍ପତ୍ତିର ଓଲଟା । ଉଦୟପୁର ବୈଠକରେ କଂଗ୍ରେସ ନିଷ୍ପତ୍ତି ନେଇଥିଲା ଯେ ଦଳର ଏକ ବ୍ୟକ୍ତି ଏକ ପଦବୀରେ ରହିବେ । ତେଣୁ ଖଡଗେ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢୁଥିବାରୁ ସେ ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଇଥିଲେ । ସେହିପରି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ପଡିବ ବୋଲି ଅଶୋକ ଗେହଲଟ ଦଳର ସଭାପତି ନିର୍ବାଚନରେ ପ୍ରାର୍ଥୀ ହେବାକୁ ଯାଇ ସର୍ତ ରଖିଥିଲେ । ଯେଉଁଥିପାଇଁ ସଚିନ ପାଇଲଟ ଏବଂ ଅଶୋକ ଗେହଲଟଙ୍କ କଳି ଦେଖିବାକୁ ମିଳିଥିଲା ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।