ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସୂଚନାନୁସାରେ ଅପରାହ୍ନ ସାଢ଼େ ୪ଟାରେ ଭେଟିବାର କାର୍ଯ୍ୟକ୍ରମ ରହିଛି ।
ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସୂଚନାନୁସାରେ ଅପରାହ୍ନ ସାଢ଼େ ୪ଟାରେ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏନେଇ ବୁଧବାର ଦିନ ନିଜେ ସାମ୍ବାଦିକମାନଙ୍କୁ ସୂଚନା ଦେଇଥିଲେ ।ହକି ବିଶ୍ବକପ ସମୟରେ ନିମନ୍ତ୍ରଣ ପରେ ବି ବ୍ୟକ୍ତିଗତ କାରଣରୁ ମୁଁ ଆସିପାରିନଥିବାରୁ ଯେବେ ଓଡ଼ିଶା ଆସିବେ ସେବେ ନବୀନଙ୍କୁ ସାକ୍ଷାତ କରିବା ନେଇ ପ୍ରତିଶ୍ରୁତି ଦେଇଥିବା କହିଥିଲେ ।
ସୂଚନାଯୋଗ୍ୟ, ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମମତା ବାନାର୍ଜୀ। ପଶ୍ଚିମବଙ୍ଗ ଯାତ୍ରୀଙ୍କ ପାଇଁ ବଳିଆପଣ୍ଡାରେ ନିର୍ମାଣ ହେବାକୁ ଥିବା ଅତିଥି ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ନିଜେ ମମତା ବ୍ରାହ୍ମଣଙ୍କୁ ମହାପ୍ରସାଦ ପରଶିଥିଲେ । ପରେ ସେ ନିଜେ ମହାପ୍ରସାଦ ସେବନ କରିଥିଲେ । ପରେ ସିଂହଦ୍ଵାର ଦେଇ ଶ୍ରୀମନ୍ଦିରରୁ ପ୍ରତ୍ୟାବର୍ତ୍ତନ କରିଥଲେ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।