ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ବଦଳିଲେ ବିଜେପି ରାଜ୍ୟ ସଭାପତି। ସମୀର ମହାନ୍ତିଙ୍କ ସ୍ଥାନରେ ରାଜ୍ୟ ବିଜେପି ମଙ୍ଗ ଧରିଛନ୍ତି ମନମୋହନ ସାମଲ ।ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମନମୋହନଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ।
ବଦଳିଲେ ବିଜେପି ରାଜ୍ୟ ସଭାପତି। ସମୀର ମହାନ୍ତିଙ୍କ ସ୍ଥାନରେ ରାଜ୍ୟ ବିଜେପି ମଙ୍ଗ ଧରିଛନ୍ତି ମନମୋହନ ସାମଲ ।ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମନମୋହନଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି । ରାଜ୍ୟ ବିଜେପି ମଙ୍ଗ ଧରିବା ପରେ ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ । ସେ କହିଛନ୍ତି,'' ମୋ ଉପରେ ଦଳ ଯେଉଁ ବିଶ୍ବାସ କରିଛି ମୋ ପାରୁ ପର୍ଯ୍ୟନ୍ତ ମୁଁ କାର୍ଯ୍ୟ କରିବି । ସାଧାରଣ ଲୋକ ନିର୍ବାଚନ ଲଢିବେ । ଜନତା ଯାହା ଚାହିଁବେ ଆମେ ତାହା କରିବୁ । ସମସ୍ତଙ୍କୁ ସାଙ୍ଗରେ ନେଇ କାମ କରିବି । ରାଜ୍ୟରେ ଚାଲିଥିବା ଅନ୍ୟାୟ, ଅତ୍ୟାଚାର, ଦୁର୍ନୀତି ବିରୋଧରେ ଲଢିବ ବିଜେପି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।