ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା କାର୍ଯ୍ୟସୂଚୀ । ଆସନ୍ତା ମାସ ୧୦ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ । ପ୍ରଥମ ଦିନ ଅର୍ଥାତ୍ ମାର୍ଚ୍ଚ ୧୦ ତାରିଖରେ ମାତୃଭାଷା ପରୀକ୍ଷା ହେବ ।
ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା କାର୍ଯ୍ୟସୂଚୀ । ଆସନ୍ତା ମାସ ୧୦ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ । ପ୍ରଥମ ଦିନ ଅର୍ଥାତ୍ ମାର୍ଚ୍ଚ ୧୦ ତାରିଖରେ ମାତୃଭାଷା ପରୀକ୍ଷା ହେବ । ୧୩ ତାରିଖରେ ଇଂରାଜୀ, ୧୪ ତାରିଖରେ ତୃତୀୟ ଭାଷା ଅର୍ଥାତ୍ ସଂସ୍କୃତ କିମ୍ବା ହିନ୍ଦୀ ପରୀକ୍ଷା ହେବ । ମାର୍ଚ୍ଚ ୧୬ ତାରିଖରେ ସାଧାରଣ ବିଜ୍ଞାନ, ୧୮ ତାରିଖରେ ସୋସିଆଲ ସାଇନ୍ସ ବା ସାମାଜିକ ବିଜ୍ଞାନ ଏବଂ ୨୦ ତାରିଖରେ ଗଣିତ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ପ୍ରତିଦିନ ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ମାଟ୍ରିକ ସମ୍ମେଟିଭ୍ ପରୀକ୍ଷା ଅନୁଷ୍ଠିତ ହେବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।