ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଆଜିଠୁ ଖୋଲିବ ଭୁବନେଶ୍ୱର ମାର୍କେଟ ବିଲ୍ଡିଂ । ଉଠା ଦୋକାନୀ ଓ ବ୍ୟବସାୟୀ ସଂଘ ମଧ୍ୟରେ ଚାଲିଥିବା ବିବାଦକୁ ନେଇ ଗତ ୩ ଦିନ ହେଲା ମାର୍କେଟ ବିଲ୍ଡିଂ ବନ୍ଦ ରହିଥିଲା ।
ଆଜିଠୁ ଖୋଲିବ ଭୁବନେଶ୍ୱର ମାର୍କେଟ ବିଲ୍ଡିଂ । ଉଠା ଦୋକାନୀ ଓ ବ୍ୟବସାୟୀ ସଂଘ ମଧ୍ୟରେ ଚାଲିଥିବା ବିବାଦକୁ ନେଇ ଗତ ୩ ଦିନ ହେଲା ମାର୍କେଟ ବିଲ୍ଡିଂ ବନ୍ଦ ରହିଥିଲା । ଏନେଇ ଆଜି ବିଏମସି ଅଫିସ ଘେରାଉ କରିଥିଲା ସେଂଟ୍ରାଲ ମାର୍କେଟ ସଂଘ । ଅତିରିକ୍ତ ବିଏମସି କମିଶନରଙ୍କ ସହ ଆଲୋଚନା ପରେ ମାର୍କେଟ ବିଲ୍ଡିଂ ଖୋଲିବାକୁ ସୁଚନା ଦେଇଛନ୍ତି ସେଂଟ୍ରାଲ ମାର୍କେଟ ଆସେସିଏସନର ସଭାପତି । ବିଏମସି ଉଠାଦୋକାନୀଙ୍କ ଉଚ୍ଛେଦ ନେଇ ଲିଖିତ ପ୍ରତିଶ୍ରୁତି ମିଳିବା ପରେ ମାର୍କେଟ ବିଲ୍ଡିଂ ଖୋଲିବା ନେଇ ସୂଚନା ମିଳିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।