୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଚଳିତ ମାସ ଅର୍ଥାତ ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ବୋର୍ଡ ତରଫରୁ ତାରିଖ ଧାର୍ଯ୍ୟ ହୋଇ ନଥିଲେ ସୁଦ୍ଧା ମେ ତୃତୀୟ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବ ।
ଚଳିତ ମାସ ଅର୍ଥାତ ମେ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ବୋର୍ଡ ତରଫରୁ ତାରିଖ ଧାର୍ଯ୍ୟ ହୋଇ ନଥିଲେ ସୁଦ୍ଧା ମେ ତୃତୀୟ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବ । କୌଣସି ମୂହୁର୍ତ୍ତରେ ପରୀକ୍ଷା ଫଳ ପ୍ରକାଶ ନେଇ ତାରିଖ ଆସିପାରେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।ଅନ୍ୟପଟେ ମେ ତୃତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବାକୁ ଥିବା ବେଳେ ଶେଷ ସପ୍ତାହରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଯୁକ୍ତ ଦୁଇ ଖାତାଦେଖା ଆଜି ସରିବ । ତାରିଖ ଧାର୍ଯ୍ୟ ହୋଇନଥିଲେ ସୁଦ୍ଧା ମେ ଶେଷ ସୁଦ୍ଧା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।