ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାର ଖାତା ମୂଲ୍ୟାୟନ ଏପ୍ରିଲ ୩ରୁ ଆରମ୍ଭ ହେବ।
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାର ଖାତା ମୂଲ୍ୟାୟନ ଏପ୍ରିଲ ୩ରୁ ଆରମ୍ଭ ହେବ। ଏହି ମୂଲ୍ୟାୟନ କାର୍ଯ୍ୟ ୧୦ରୁ ୧୨ ଦିନ ଭିତରେ ଶେଷ ହେବ ବୋଲି ବୋର୍ଡ ଉପସଭାପତି ଡକ୍ଟର ନିହାର ରଂଜନ ମହାନ୍ତି ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି। ଏଥି ପାଇଁ ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ମୂଲ୍ୟାୟନ ପାଇଁ ଚୟନ କରାଯାଇଥିବା ପରୀକ୍ଷକ, ଉପ ମୁଖ୍ୟ ପରୀକ୍ଷକ ଓ ମୁଖ୍ୟ ପରୀକ୍ଷକ, ସ୍କ୍ରୁଟିନାଇଜରମାନଙ୍କ ନିଯୁକ୍ତିପତ୍ର ବୋର୍ଡ ୱେବସାଇଟ www.bseodisha.ac.inରେ ଅପଲୋଡ୍ କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।