ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ବୋର୍ଡ ୱେବ୍ସାଇଟ୍ରେ ମାଟ୍ରିକ, ମଧ୍ୟମା, ମୁକ୍ତବିଦ୍ୟାଳୟ ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡ ଛଡାଯାଇଛି। ଅଥବା ପରୀକ୍ଷାର୍ଥୀମାନେ ନିଜ ନାମ ଓ ବାପାଙ୍କ ନାମକୁ ଲଗ୍ ଇନ୍ କରି ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ବୋଲି ବୋର୍ଡ ପରୀକ୍ଷା ନିୟନ୍ତ୍ରକ ସୁସ୍ମିତା ସାହୁ ସୂଚନା ଦେଇଛନ୍ତି।
୧୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ପରୀକ୍ଷା ସଂକ୍ରାନ୍ତୀୟ ସମସ୍ତ ସୂଚନା ବୋର୍ଡ ୱେବ୍ସାଇଟ୍ www.bseodisha.ac.in ରେ ଅପ୍ଲୋଡ୍ କରାଯାଇଛି।ଏହି ସୂଚନାରେ ସଂପୃକ୍ତ ସ୍କୁଲରୁ କେତେ ପିଲା ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମପୂରଣ କରିଛନ୍ତି, ସଂପୃକ୍ତ ହାଇସ୍କୁଲର ଛାତ୍ରଛାତ୍ରୀ କେଉଁ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ, ଓ ପରକ୍ଷା ସେଣ୍ଟର ସମ୍ବନ୍ଧରେ ସମସ୍ତ ପ୍ରକାର ତଥ୍ୟ ଉପଲବ୍ଧ ହୋଇଛି। ହାଇସ୍କୁଲର ପ୍ରଧାନଶିକ୍ଷକମାନେ ଏହି ସୂଚନାକୁ ଡାଉନଲୋଡ୍ କରିବାକୁ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
ବୋର୍ଡ ୱେବ୍ସାଇଟ୍ରେ ମାଟ୍ରିକ, ମଧ୍ୟମା, ମୁକ୍ତବିଦ୍ୟାଳୟ ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡ ଛଡାଯାଇଛି। ଅଥବା ପରୀକ୍ଷାର୍ଥୀମାନେ ନିଜ ନାମ ଓ ବାପାଙ୍କ ନାମକୁ ଲଗ୍ ଇନ୍ କରି ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ବୋଲି ବୋର୍ଡ ପରୀକ୍ଷା ନିୟନ୍ତ୍ରକ ସୁସ୍ମିତା ସାହୁ ସୂଚନା ଦେଇଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।